Joshua 24:16 — Compare Translations

5 translations compared side by side

Odia - 1840
"ଏହାପରେ ସହେି ଲୋକମାନେ ଉତ୍ତର ଦେଲେ, ଆମ୍ଭମାନେେ କବେେ ସଦାପ୍ରଭୁଙ୍କ ଅନକ୍ସ୍ଟସରଣରକ୍ସ୍ଟ ବିଚକ୍ସ୍ଟ୍ଯତ ହବେକ୍ସ୍ଟ ନାହିଁ। ଆମ୍ଭମାନେେ କଦାପି ଅନ୍ୟ ଦବେତାମାନଙ୍କୁ ପୂଜା କରିବକ୍ସ୍ଟ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଲୋକମାନେ ଉତ୍ତର ଦେଇ କହିଲେ, ଅନ୍ୟ ଦେବତାମାନଙ୍କ ସେବା କରିବା ନିମନ୍ତେ ଆମ୍ଭେମାନେ ଯେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିବୁ, ଏହା ଦୂରେ ଥାଉ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସେହି ଲୋକମାନେ ଉତ୍ତର ଦେଲେ, “ଆମ୍ଭେମାନେ କେବେ ସଦାପ୍ରଭୁଙ୍କ ଅନୁସରଣରୁ ବିଚ୍ୟୁତ ହେବୁ ନାହିଁ। ଆମ୍ଭେମାନେ କଦାପି ଅନ୍ୟ ଦେବତାମାନଙ୍କୁ ପୂଜା କରିବୁ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଲୋକମାନେ ଉତ୍ତର ଦେଇ କହିଲେ, “ଅନ୍ୟ ଦେବତାମାନଙ୍କ ସେବା କରିବା ନିମନ୍ତେ ଆମ୍ଭେମାନେ ଯେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିବୁ, ଏହା ଦୂରେ ଥାଉ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଲୋକମାନେ ଉତ୍ତର ଦେଇ କହିଲେ, “ଅନ୍ୟ ଦେବତାମାନଙ୍କ ସେବା କରିବା ନିମନ୍ତେ ଆମ୍ଭେମାନେ ଯେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିବୁ, ଏହା ଦୂରେ ଥାଉ।”