Joshua 24:17 — Compare Translations

5 translations compared side by side

Odia - 1840
"ଆମ୍ଭମାନେେ ଜାଣକ୍ସ୍ଟ ସଦାପ୍ରଭୁ ପରମେଶ୍ବର ଆମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ମିଶରରକ୍ସ୍ଟ ଆଣିଥିଲେ। ଆମ୍ଭମାନେେ ସଠାେରେ କ୍ରିତଦାସ ଥିଲକ୍ସ୍ଟ। କିନ୍ତୁ ସଦାପ୍ରଭୁ ଆମ୍ଭମାନଙ୍କ ଆଖି ଆଗ ରେ ସଠାେରେ ଏକ ଅଦ୍ଭକ୍ସ୍ଟତ କାର୍ୟ୍ଯ କରିଛନ୍ତି। ସଦାପ୍ରଭୁ ପରମେଶ୍ବର ଆମ୍ଭମାନଙ୍କୁ ସେ ଦେଶରକ୍ସ୍ଟ ଆଣିଛନ୍ତି ଓ ଆମ୍ଭମାନେେ ଯେତବେେଳେ ଅନ୍ୟ ଦେଶକକ୍ସ୍ଟ ଗଲକ୍ସ୍ଟ, ଆମ୍ଭକକ୍ସ୍ଟ ବିପଦରକ୍ସ୍ଟ ସକ୍ସ୍ଟରକ୍ଷା ପ୍ରଦାନ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ଵର, ସେ ଆପେ ଆମ୍ଭମାନଙ୍କୁ ଓ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ମିସର ଦେଶର ଦାସଗୃହରୁ ବାହାର କରି ଆଣିଲେ ଓ ଆମ୍ଭମାନଙ୍କ ଦୃଷ୍ଟିଗୋଚରରେ ଏହିସବୁ ମହା ଚିହ୍ନ ପ୍ରକାଶ କଲେ, ପୁଣି ଯେଉଁ ସକଳ ପଥରେ ଓ ଯେ ଯେ ଗୋଷ୍ଠୀ ଦେଇ ଆମ୍ଭେମାନେ ଆସିଅଛୁ, ସେମାନଙ୍କ ମଧ୍ୟରେ ସେ ଆମ୍ଭମାନଙ୍କୁ ରକ୍ଷା କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେମାନେ ଜାଣୁ ସଦାପ୍ରଭୁ ପରମେଶ୍ୱର ଆମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ମିଶରରୁ ଆଣିଥିଲେ। ଆମ୍ଭେମାନେ ସେଠାରେ କ୍ରୀତଦାସ ଥିଲୁ। କିନ୍ତୁ ସଦାପ୍ରଭୁ ଆମ୍ଭମାନଙ୍କ ଆଖି ଆଗରେ ସେଠାରେ ଏକ ଅ‌ଦ୍‌ଭୂତ କାର୍ଯ୍ୟ କରିଛନ୍ତି। ସଦାପ୍ରଭୁ ପରମେଶ୍ୱର ଆମ୍ଭମାନଙ୍କୁ ସେ ଦେଶରୁ ଆଣିଛନ୍ତି ଓ ଆମ୍ଭେମାନେ ଯେତେବେଳେ ଅନ୍ୟ ଦେଶକୁ ଗଲୁ, ଆମ୍ଭକୁ ବିପଦରୁ ସୁରକ୍ଷା ପ୍ରଦାନ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର, ସେ ଆପେ ଆମ୍ଭମାନଙ୍କୁ ଓ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ମିସର ଦେଶର ଦାସଗୃହରୁ ବାହାର କରି ଆଣିଲେ ଓ ଆମ୍ଭମାନଙ୍କ ଦୃଷ୍ଟିଗୋଚରରେ ଏହିସବୁ ମହା ଚିହ୍ନ ପ୍ରକାଶ କଲେ, ପୁଣି ଯେଉଁ ସକଳ ପଥରେ ଓ ଯେ ଯେ ଗୋଷ୍ଠୀ ଦେଇ ଆମ୍ଭେମାନେ ଆସିଅଛୁ, ସେମାନଙ୍କ ମଧ୍ୟରେ ସେ ଆମ୍ଭମାନଙ୍କୁ ରକ୍ଷା କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)