Joshua 24:18 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଆମ୍ଭମାନଙ୍କୁ ସହାୟ ହେଲେ, ସମାନଙ୍କେୁ ପରାସ୍ତ କରିବା ପାଇଁ, ଯେଉଁମାନେ ଏହି ଦେଶ ରେ ବାସ କରୁଥିଲେ। ସଦାପ୍ରଭୁ ଏହି ଦେଶନିବାସୀ ଇ ମାରେୀଯମାନଙ୍କୁ ମଧ୍ଯ ପରାସ୍ତ କରିଛନ୍ତି, ଯେଉଁଠା ରେ ଆମ୍ଭେ ବର୍ତ୍ତମାନ ବାସ କରୁଅଛକ୍ସ୍ଟ। ତେଣୁ ଆମ୍ଭେ ସଦାପ୍ରଭୁଙ୍କୁ ସବୋ କରିବା ଉଚିତ୍ ନକ୍ସ୍ଟ ହେଁ କି? ନା ସେ ହେଉଛନ୍ତି ଆମ୍ଭର ସଦାପ୍ରଭୁ ପରମେଶ୍ବର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ସେହି ସଦାପ୍ରଭୁ ଏ ଦେଶ ନିବାସୀ ଇମୋରୀୟ ଆଦି ସବୁ ଗୋଷ୍ଠୀକି ଆମ୍ଭମାନଙ୍କ ସମ୍ମୁଖରୁ ଘଉଡ଼ାଇ ଦେଇଅଛନ୍ତି; ଏଣୁ ଆମ୍ଭେମାନେ ମଧ୍ୟ ସଦାପ୍ରଭୁଙ୍କର ସେବା କରିବୁ, କାରଣ ସେ ଆମ୍ଭମାନଙ୍କର ପରମେଶ୍ଵର ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଆମ୍ଭମାନଙ୍କୁ ସହାୟ ହେଲେ, ସେମାନଙ୍କୁ ପରାସ୍ତ କରିବା ପାଇଁ, ଯେଉଁମାନେ ଏହି ଦେଶରେ ବାସ କରୁଥିଲେ। ସଦାପ୍ରଭୁ ଏହି ଦେଶନିବାସୀ ଇମୋରୀୟମାନଙ୍କୁ ମଧ୍ୟ ପରାସ୍ତ କରିଛନ୍ତି, ଯେଉଁଠାରେ ଆମ୍ଭେ ବର୍ତ୍ତମାନ ବାସ କରୁଅଛୁ। ତେଣୁ ଆମ୍ଭେ ସଦାପ୍ରଭୁଙ୍କୁ ସେବା କରିବା ଉଚିତ୍, ଯେହେତୁ ସେ ହେଉଛନ୍ତି ଆମ୍ଭର ସଦାପ୍ରଭୁ ପରମେଶ୍ୱର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ସେହି ସଦାପ୍ରଭୁ ଏ ଦେଶ ନିବାସୀ ଇମୋରୀୟ ଆଦି ସବୁ ଗୋଷ୍ଠୀକୁ ଆମ୍ଭମାନଙ୍କ ସମ୍ମୁଖରୁ ଘଉଡ଼ାଇ ଦେଇଅଛନ୍ତି; ଏଣୁ ଆମ୍ଭେମାନେ ମଧ୍ୟ ସଦାପ୍ରଭୁଙ୍କର ସେବା କରିବୁ, କାରଣ ସେ ଆମ୍ଭମାନଙ୍କର ପରମେଶ୍ୱର।”
Odia IRV 2017 (ଓଡିଆ ବାଇବେଲ)
ଆହୁରି ସେହି ସଦାପ୍ରଭୁ ଏ ଦେଶ ନିବାସୀ ଇମୋରୀୟ ଆଦି ସବୁ ଗୋଷ୍ଠୀକି ଆମ୍ଭମାନଙ୍କ ସମ୍ମୁଖରୁ ଘଉଡ଼ାଇ ଦେଇଅଛନ୍ତି; ଏଣୁ ଆମ୍ଭେମାନେ ମଧ୍ୟ ସଦାପ୍ରଭୁଙ୍କର ସେବା କରିବୁ, କାରଣ ସେ ଆମ୍ଭମାନଙ୍କର ପରମେଶ୍ୱର।