Joshua 24:19 — Compare Translations
5 translations compared side by side
Odia - 1840
"ଏହାପରେ ଯିହାଶୂେୟ ଲୋକମାନଙ୍କୁ କହିଲେ, ଏହା ସତ୍ଯ ନକ୍ସ୍ଟ ହେଁ? ତୁମ୍ଭମାନେେ ସଦାପ୍ରଭୁଙ୍କର ସବୋ କରିପାରିବାକକ୍ସ୍ଟ ସକ୍ଷମ ହବେ ନାହିଁ। କାରଣ ସଦାପ୍ରଭୁ ପରମେଶ୍ବର ପବିତ୍ର। ସେ ଜଣେ ଇର୍ଷାପରାଯଣ ପରମେଶ୍ବର ଅଟନ୍ତି। ସଦାପ୍ରଭୁ ତୁମ୍ଭକୁ କ୍ଷମା କରିବେ ନାହିଁ, ଯଦି ତୁମ୍ଭମାନେେ ଏହିପରି ଭାବରେ ତାଙ୍କର ବିରକ୍ସ୍ଟଦ୍ଧାଚରଣ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଯିହୋଶୂୟ ଲୋକମାନଙ୍କୁ କହିଲେ, ତୁମ୍ଭେମାନେ ସଦାପ୍ରଭୁଙ୍କ ସେବା କରି ପାରିବ ନାହିଁ, କାରଣ ସେ ପବିତ୍ର ପରମେଶ୍ଵର; ସେ (ସ୍ଵଗୌରବ-ରକ୍ଷଣରେ) ଉଦ୍ଯୋଗୀ ପରମେଶ୍ଵର; ସେ ତୁମ୍ଭମାନଙ୍କର ଅଧର୍ମ କି ପାପ କ୍ଷମା କରିବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଯିହୋଶୂୟ ଲୋକମାନଙ୍କୁ କହିଲେ, “ଏହା ସତ୍ୟ ନୁହେଁ, ତୁମ୍ଭେମାନେ ସଦାପ୍ରଭୁଙ୍କର ସେବା କରିବାକୁ ସକ୍ଷମ ହେବ ନାହିଁ। କାରଣ ସଦାପ୍ରଭୁ ପରମେଶ୍ୱର ପବିତ୍ର। ଅନ୍ୟ ଦେବତାର ସେବା କଲେ ପରମେଶ୍ୱର ତାଙ୍କର ଲୋକମାଲଙ୍କୁ ଘୃଣା କରନ୍ତି। ସଦାପ୍ରଭୁ ତୁମ୍ଭକୁ କ୍ଷମା କରିବେ ନାହିଁ, ଯଦି ତୁମ୍ଭେମାନେ ଏହିପରି ଭାବରେ ତାଙ୍କର ବିରୁଦ୍ଧାଚରଣ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଯିହୋଶୂୟ ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ସେବା କରି ପାରିବ ନାହିଁ, କାରଣ ସେ ପବିତ୍ର ପରମେଶ୍ୱର; ସେ (ସ୍ୱଗୌରବ ରକ୍ଷଣରେ) ଉଦ୍ଯୋଗୀ ପରମେଶ୍ୱର; ସେ ତୁମ୍ଭମାନଙ୍କର ଅଧର୍ମ କି ପାପ କ୍ଷମା କରିବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଯିହୋଶୂୟ ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ସେବା କରି ପାରିବ ନାହିଁ, କାରଣ ସେ ପବିତ୍ର ପରମେଶ୍ୱର; ସେ (ସ୍ୱଗୌରବ-ରକ୍ଷଣରେ) ଉଦ୍ଯୋଗୀ ପରମେଶ୍ୱର; ସେ ତୁମ୍ଭମାନଙ୍କର ଅଧର୍ମ କି ପାପ କ୍ଷମା କରିବେ ନାହିଁ।