Joshua 24:2 — Compare Translations
5 translations compared side by side
Odia - 1840
"ଏହାପରେ ୟିହୋଶୂଯ ସମସ୍ତ ଲୋକମାନଙ୍କୁ କହିଲେ, ମୁ ତୁମ୍ଭକୁ ଯାହା କହକ୍ସ୍ଟଛି ତାକକ୍ସ୍ଟ ସଦାପ୍ରଭୁ ଇଶ୍ରାୟେଲ ପରମେଶ୍ବର କହିଛନ୍ତି, ତୁମ୍ଭମାନଙ୍କୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଯିହୋଶୂୟ ସମସ୍ତ ଲୋକଙ୍କୁ କହିଲେ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ପୂର୍ବ କାଳରେ ତୁମ୍ଭମାନଙ୍କ ପୂର୍ବପୁରୁଷ ଅବ୍ରହାମ ଓ ନାହୋରର ପିତା ତେରହ ପ୍ରଭୃତି ନଦୀ ସେପାରିରେ ବାସ କରି ଅନ୍ୟ ଦେବତା-ମାନଙ୍କର ସେବା କରୁଥିଲେ;
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଯିହୋଶୂୟ ସମସ୍ତ ଲୋକମାନଙ୍କୁ କହିଲେ, “ମୁଁ ତୁମ୍ଭକୁ ଯାହା କହୁଅଛି, ତାହା ସଦାପ୍ରଭୁ ଇସ୍ରାଏଲ ପରମେଶ୍ୱର କହିଛନ୍ତି, ତୁମ୍ଭମାନଙ୍କୁ। ବହୁ ଦିନ ପୂର୍ବରୁ ତୁମ୍ଭମାନଙ୍କର ପୂର୍ବପୁରୁଷ ଅବ୍ରହାମ ଓ ନାହୋରର ପିତା ତେରହ ପ୍ରଭୃତି ଇଉଫ୍ରେଟିସ୍ ନଦୀ ସେପାରିରେ ଅନ୍ୟ ଦେବତାମାନଙ୍କୁ ସେବା କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଯିହୋଶୂୟ ସମସ୍ତ ଲୋକଙ୍କୁ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ପୂର୍ବକାଳରେ ତୁମ୍ଭମାନଙ୍କ ପୂର୍ବପୁରୁଷ ଅବ୍ରହାମ ଓ ନାହୋରର ପିତା ତେରହ ପ୍ରଭୃତି ନଦୀ ସେପାରିରେ ବାସ କରି ଅନ୍ୟ ଦେବତାମାନଙ୍କର ସେବା କରୁଥିଲେ;
Odia IRV 2017 (ଓଡିଆ ବାଇବେଲ)
ତହୁଁ ଯିହୋଶୂୟ ସମସ୍ତ ଲୋକଙ୍କୁ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ପୂର୍ବ କାଳରେ ତୁମ୍ଭମାନଙ୍କ ପୂର୍ବପୁରୁଷ ଅବ୍ରହାମ ଓ ନାହୋରର ପିତା ତେରହ ପ୍ରଭୃତି ନଦୀ ସେପାରିରେ ବାସ କରି ଅନ୍ୟ ଦେବତାମାନଙ୍କର ସେବା କରୁଥିଲେ;