Joshua 24:20 — Compare Translations
5 translations compared side by side
Odia - 1840
"ତକ୍ସ୍ଟମ୍ଭମାନେ ଯଦି ସଦାପ୍ରଭୁଙ୍କୁ ପରିତ୍ଯାଗ କରି ବିଦେଶୀଯ ଦବେତାମାନଙ୍କୁ ସବୋ କର, ତବେେ ସଦାପ୍ରଭୁ ତୁମ୍ଭର ଅମଙ୍ଗଳ କରିବେ। ସେ ତୁମ୍ଭର ମଙ୍ଗଳ କରିଥିଲେ ହେଁ ସେ ତୁମ୍ଭକୁ ସଂହାର କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଯେବେ ସଦାପ୍ରଭୁଙ୍କୁ ପରିତ୍ୟାଗ କରି ବିଦେଶୀୟ ଦେବତାମାନଙ୍କୁ ସେବା କରିବ, ତେବେ ସେ ତୁମ୍ଭମାନଙ୍କ ପ୍ରତି ଫେରି ଅମଙ୍ଗଳ କରିବେ, ପୁଣି ତୁମ୍ଭମାନଙ୍କର ମଙ୍ଗଳ କରିଥିଲେ ହେଁ ତୁମ୍ଭମାନଙ୍କୁ ସଂହାର କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଯଦି ସଦାପ୍ରଭୁଙ୍କୁ ପରିତ୍ୟାଗ କରି ବିଦେଶୀୟ ଦେବତାମାନଙ୍କୁ ସେବା କର, ତେବେ ସଦାପ୍ରଭୁ ତୁମ୍ଭର ଅମଙ୍ଗଳ କରିବେ। ସେ ତୁମ୍ଭର ମଙ୍ଗଳ କରିଥିଲେ ହେଁ ସେ ତୁମ୍ଭକୁ ସଂହାର କରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଯେବେ ସଦାପ୍ରଭୁଙ୍କୁ ପରିତ୍ୟାଗ କରି ବିଦେଶୀୟ ଦେବତାମାନଙ୍କୁ ସେବା କରିବ, ତେବେ ସେ ତୁମ୍ଭମାନଙ୍କ ପ୍ରତି ଫେରି ଅମଙ୍ଗଳ କରିବେ, ପୁଣି ତୁମ୍ଭମାନଙ୍କର ମଙ୍ଗଳ କରିଥିଲେ ହେଁ ତୁମ୍ଭମାନଙ୍କୁ ସଂହାର କରିବେ।”
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଯେବେ ସଦାପ୍ରଭୁଙ୍କୁ ପରିତ୍ୟାଗ କରି ବିଦେଶୀୟ ଦେବତାମାନଙ୍କୁ ସେବା କରିବ, ତେବେ ସେ ତୁମ୍ଭମାନଙ୍କ ପ୍ରତି ଫେରି ଅମଙ୍ଗଳ କରିବେ, ପୁଣି ତୁମ୍ଭମାନଙ୍କର ମଙ୍ଗଳ କରିଥିଲେ ହେଁ ତୁମ୍ଭମାନଙ୍କୁ ସଂହାର କରିବେ।”