Joshua 24:21 — Compare Translations
5 translations compared side by side
Odia - 1840
"କିନ୍ତୁ ସହେି ଲୋକମାନେ ଯିହାଶୂେୟଙ୍କକ୍ସ୍ଟ କହିଲେ, ନା, ଆମ୍ଭମାନେେ ସଦାପ୍ରଭୁଙ୍କୁ ହିଁ ସବୋ କରିବକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଲୋକମାନେ ଯିହୋଶୂୟଙ୍କୁ କହିଲେ, ନାହିଁ; ମାତ୍ର ଆମ୍ଭେମାନେ ସଦାପ୍ରଭୁଙ୍କର ସେବା କରିବା ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସେହି ଲୋକମାନେ ଯିହୋଶୂୟଙ୍କୁ କହିଲେ, “ନା, ଆମ୍ଭେମାନେ ସଦାପ୍ରଭୁଙ୍କୁ ହିଁ ସେବା କରିବୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଲୋକମାନେ ଯିହୋଶୂୟଙ୍କୁ କହିଲେ, “ନାହିଁ; ମାତ୍ର ଆମ୍ଭେମାନେ ସଦାପ୍ରଭୁଙ୍କର ସେବା କରିବା।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ଲୋକମାନେ ଯିହୋଶୂୟଙ୍କୁ କହିଲେ, “ନାହିଁ; ମାତ୍ର ଆମ୍ଭେମାନେ ସଦାପ୍ରଭୁଙ୍କର ସେବା କରିବା।”