Joshua 24:22 — Compare Translations
5 translations compared side by side
Odia - 1840
"ଏହାପରେ ଯିହାଶୂେୟ ଲୋକମାନଙ୍କୁ କହିଲେ, ତୁମ୍ଭେ ନିଜ ପାଇଁ ନିଜେ ସାକ୍ଷୀ କି? ତୁମ୍ଭେ ସଦାପ୍ରଭୁଙ୍କ ସବୋ ଉପାସନା କରୁଛ ବୋଲି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଯିହୋଶୂୟ ଲୋକମାନଙ୍କୁ କହିଲେ, ତୁମ୍ଭେମାନେ ଯେ ସଦାପ୍ରଭୁଙ୍କ ସେବା କରିବା ନିମନ୍ତେ ତାହାଙ୍କୁ ଆପଣା ଆପଣା ପାଇଁ ମନୋନୀତ କରିଅଛ, ଏ ବିଷୟରେ ତୁମ୍ଭେମାନେ ନିଜେ ନିଜେ ଆପଣାମାନଙ୍କ ପ୍ରତିକୂଳରେ ସାକ୍ଷୀ । ତହିଁରେ ସେମାନେ କହିଲେ, ଆମ୍ଭେମାନେ ସାକ୍ଷୀ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଯିହୋଶୂୟ ଲୋକମାନଙ୍କୁ କହିଲେ, “ତୁମ୍ଭେ ନିଜ ପାଇଁ ନିଜେ ସାକ୍ଷୀ କି? ତୁମ୍ଭେ ସଦାପ୍ରଭୁଙ୍କ ସେବା ଉପାସନା କରୁଛ ବୋଲି?” ଲୋକମାନେ ଉତ୍ତର ଦେଇ କହିଲେ, “ହଁ, ଏହା ସତ୍ୟ। ଆମ୍ଭେ ସମସ୍ତେ ଏହାର ସାକ୍ଷୀ ରହିଲୁ। ଆମ୍ଭେମାନେ ସଦାପ୍ରଭୁଙ୍କର ଉପାସନା କରିବୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଯିହୋଶୂୟ ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଯେ ସଦାପ୍ରଭୁଙ୍କ ସେବା କରିବା ନିମନ୍ତେ ତାହାଙ୍କୁ ଆପଣା ଆପଣା ପାଇଁ ମନୋନୀତ କରିଅଛ, ଏ ବିଷୟରେ ତୁମ୍ଭେମାନେ ନିଜେ ନିଜେ ଆପଣାମାନଙ୍କ ପ୍ରତିକୂଳରେ ସାକ୍ଷୀ।” ତହିଁରେ ସେମାନେ କହିଲେ, “ଆମ୍ଭେମାନେ ସାକ୍ଷୀ।”
Odia IRV 2017 (ଓଡିଆ ବାଇବେଲ)