Joshua 24:23 — Compare Translations

5 translations compared side by side

Odia - 1840
"ଏହାପରେ ଯିହାଶୂେୟ କହିଲେ, ତୁମ୍ଭମାନଙ୍କ ମଧିଅରେ ଥିବା ଭଣ୍ତ ଦବେତାମାନଙ୍କୁ ଫୋପାଡି ଦିଅ ଏବଂ ଇଶ୍ରାୟେଲର ସଦାପ୍ରଭୁ ପରମେଶଓରଙ୍କୁ ଉପାସନା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ କହିଲେ, ତେବେ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ବିଦେଶୀୟ ଦେବତାମାନେ ଅଛନ୍ତି, ସେମାନଙ୍କୁ ଏବେ ବାହାର କରି ଦିଅ, ପୁଣି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ଆଡ଼କୁ ଆପଣା ଆପଣା ହୃଦୟ ଡେର ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଯିହୋଶୂୟ କହିଲେ, “ତୁମ୍ଭମାନଙ୍କ ମଧ୍ୟରେ ଥିବା ଭଣ୍ତ ଦେବତାମାନଙ୍କୁ ଫୋପାଡ଼ି ଦିଅ ଏବଂ ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱରଙ୍କୁ ଉପାସନା କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ କହିଲେ, “ତେବେ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ବିଦେଶୀୟ ଦେବତାମାନେ ଅଛନ୍ତି, ସେମାନଙ୍କୁ ଏବେ ବାହାର କରିଦିଅ, ପୁଣି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଆଡ଼କୁ ଆପଣା ଆପଣା ହୃଦୟ ଡେର।”
Odia IRV 2017 (ଓଡିଆ ବାଇବେଲ)
ସେ କହିଲେ, “ତେବେ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ବିଦେଶୀୟ ଦେବତାମାନେ ଅଛନ୍ତି, ସେମାନଙ୍କୁ ଏବେ ବାହାର କରି ଦିଅ, ପୁଣି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଆଡ଼କୁ ଆପଣା ଆପଣା ହୃଦୟ ଡେର।”