Joshua 24:26 — Compare Translations

5 translations compared side by side

Odia - 1840
"ଯିହାଶୂେୟ ଏହାକକ୍ସ୍ଟ ଲେଖି ରଖିଲେ, ସଦାପ୍ରଭୁଙ୍କ ନିଯମ ପୁସ୍ତକକରେ ଏବଂ ଏକ ବୃହତ୍ତ ପ୍ରସ୍ତର ନଇେ ସଦାପ୍ରଭୁଙ୍କ ପବିତ୍ର ଆବାସର ନିକଟବର୍ତ୍ତୀ ଆଲୋନ୍ ବୃକ୍ଷ ମୂଳେ ସ୍ଥାପନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଯିହୋଶୂୟ ସେହି ସକଳ କଥା ପରମେଶ୍ଵରଙ୍କ ବ୍ୟବସ୍ଥା ଗ୍ରନ୍ଥରେ ଲେଖିଲେ ଓ ଏକ ବୃହତ୍ ପ୍ରସ୍ତର ନେଇ ସଦାପ୍ରଭୁଙ୍କ ପବିତ୍ର ଆବାସର ନିକଟବର୍ତ୍ତୀ ଅଲୋନ୍ ବୃକ୍ଷ ମୂଳେ ସ୍ଥାପନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୋଶୂୟ ଏହାକୁ ଲେଖି ରଖିଲେ, ସଦାପ୍ରଭୁଙ୍କ ନିୟମ ପୁସ୍ତକରେ ଏବଂ ଏକ ବୃହତ୍ତ ପ୍ରସ୍ତର ନେଇ ସଦାପ୍ରଭୁଙ୍କ ପବିତ୍ର ଆବାସର ନିକଟବର୍ତ୍ତୀ ଅଲୋନବୃକ୍ଷମୂଳେ ସ୍ଥାପନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯିହୋଶୂୟ ସେହି ସକଳ କଥା ପରମେଶ୍ୱରଙ୍କ ବ୍ୟବସ୍ଥା ଗ୍ରନ୍ଥରେ ଲେଖିଲେ ଓ ଏକ ବୃହତ ପ୍ରସ୍ତର ନେଇ ସଦାପ୍ରଭୁଙ୍କ ପବିତ୍ର ଆବାସର ନିକଟବର୍ତ୍ତୀ ଅଲୋନ ବୃକ୍ଷ ମୂଳେ ସ୍ଥାପନ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯିହୋଶୂୟ ସେହି ସକଳ କଥା ପରମେଶ୍ୱରଙ୍କ ବ୍ୟବସ୍ଥା ଗ୍ରନ୍ଥରେ ଲେଖିଲେ ଓ ଏକ ବୃହତ୍‍ ପ୍ରସ୍ତର ନେଇ ସଦାପ୍ରଭୁଙ୍କ ପବିତ୍ର ଆବାସର ନିକଟବର୍ତ୍ତୀ ଅଲୋନ୍‍ ବୃକ୍ଷ ମୂଳେ ସ୍ଥାପନ କଲେ।