Joshua 24:27 — Compare Translations

5 translations compared side by side

Odia - 1840
"ଏହାପରେ ଯିହାଶୂେୟ ଲୋକମାନଙ୍କୁ କହିଲେ, ଏହି ପ୍ରସ୍ତର ଆମ୍ଭମାନଙ୍କ ପ୍ରତିକୂଳ ରେ ସାକ୍ଷୀ ହବେ। କାରଣ ସଦାପ୍ରଭୁ ଆମ୍ଭମାନଙ୍କୁ ଯେଉଁସବୁ କଥା କହିଥିଲେ, ପ୍ରେତ୍ୟକକ କଥାକକ୍ସ୍ଟ ଏହା ଶକ୍ସ୍ଟଣି ଅଛି। ତେଣୁ ଏହା ସାକ୍ଷୀ ହାଇେ ଠିଆ ହବେ, ଯାହା ଫଳ ରେ ତୁମ୍ଭେ ସଦାପଭକ୍ସ୍ଟ ତୁମ୍ଭମାନଙ୍କ ପରମେଶ୍ବର ବିରକ୍ସ୍ଟଦ୍ଧ ରେ ୟାଅନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଯିହୋଶୂୟ ସମସ୍ତ ଲୋକଙ୍କୁ କହିଲେ, ଦେଖ, ଏହି ପ୍ରସ୍ତର ଆମ୍ଭମାନଙ୍କ ପ୍ରତିକୂଳରେ ସାକ୍ଷୀ ହେବ; କାରଣ ସଦାପ୍ରଭୁ ଆମ୍ଭମାନଙ୍କୁ ଯାହା ଯାହା କହିଲେ, ସେସବୁ କଥା ଏ ଶୁଣିଅଛି; ଏହେତୁ ତୁମ୍ଭେମାନେ ଯେପରି ଆପଣାମାନଙ୍କ ପରମେଶ୍ଵରଙ୍କୁ ଅସ୍ଵୀକାର ନ କର, ଏଥିପାଇଁ ଏ ତୁମ୍ଭମାନଙ୍କ ପ୍ରତିକୂଳରେ ସାକ୍ଷୀ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଯିହୋଶୂୟ ଲୋକମାନଙ୍କୁ କହିଲେ, “ଏହି ପ୍ରସ୍ତର ଆମ୍ଭମାନଙ୍କ ପ୍ରତିକୂଳରେ ସାକ୍ଷୀ ହେବ। କାରଣ ସଦାପ୍ରଭୁ ଆମ୍ଭମାନଙ୍କୁ ଯେଉଁସବୁ କଥା କହିଥିଲେ, ପ୍ରତ୍ୟେକ କଥାକୁ ଏହା ଶୁଣି ଅଛି। ତେଣୁ ଏହା ସାକ୍ଷୀ ହୋଇ ଠିଆ ହେବ, ଯାହା ଫଳରେ ତୁମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ବିରୁଦ୍ଧରେ ଯାଅ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଯିହୋଶୂୟ ସମସ୍ତ ଲୋକଙ୍କୁ କହିଲେ, “ଦେଖ, ଏହି ପ୍ରସ୍ତର ଆମ୍ଭମାନଙ୍କ ପ୍ରତିକୂଳରେ ସାକ୍ଷୀ ହେବ; କାରଣ ସଦାପ୍ରଭୁ ଆମ୍ଭମାନଙ୍କୁ ଯାହା ଯାହା କହିଲେ, ସେସବୁ କଥା ଏ ଶୁଣିଅଛି; ଏହେତୁ ତୁମ୍ଭେମାନେ ଯେପରି ଆପଣାମାନଙ୍କ ପରମେଶ୍ୱରଙ୍କୁ ଅସ୍ୱୀକାର ନ କର, ଏଥିପାଇଁ ଏ ତୁମ୍ଭମାନଙ୍କ ପ୍ରତିକୂଳରେ ସାକ୍ଷୀ ହେବ।”
Odia IRV 2017 (ଓଡିଆ ବାଇବେଲ)