Joshua 24:28 — Compare Translations

5 translations compared side by side

Odia - 1840
"ଏହାପରେ ଯିହାଶୂେୟ ଉପସ୍ଥିତ ସମସ୍ତ ଲୋକମାନଙ୍କୁ ଗୃହକକ୍ସ୍ଟ ଫରେିୟିବା ପାଇଁ କହିଲେ। ତେଣୁ ପ୍ରେତ୍ୟକକ ଲୋକ ନିଜ ନିଜ ଦେଶକକ୍ସ୍ଟ ଫରେିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଯିହୋଶୂୟ ଲୋକମାନଙ୍କର ପ୍ରତି ଜଣକୁ ଆପଣା ଆପଣା ଅଧିକାରକୁ ଯିବା ପାଇଁ ବିଦାୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଯିହୋଶୂୟ ଉପସ୍ଥିତ ସମସ୍ତ ଲୋକମାନଙ୍କୁ ଗୃହକୁ ଫେରିଯିବା ପାଇଁ କହିଲେ। ତେଣୁ ପ୍ରତ୍ୟେକ ଲୋକ ନିଜ ନିଜ ଦେଶକୁ ଫେରିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଯିହୋଶୂୟ ଲୋକମାନଙ୍କର ପ୍ରତି ଜଣକୁ ଆପଣା ଆପଣା ଅଧିକାରକୁ ଯିବା ପାଇଁ ବିଦାୟ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଯିହୋଶୂୟ ଲୋକମାନଙ୍କର ପ୍ରତି ଜଣକୁ ଆପଣା ଆପଣା ଅଧିକାରକୁ ଯିବା ପାଇଁ ବିଦାୟ କଲେ।

Recommended Reading