Joshua 24:29 — Compare Translations
5 translations compared side by side
Odia - 1840
"ଏହାପରେ ନୂନର ପକ୍ସ୍ଟତ୍ର ଓ ସଦାପ୍ରଭୁଙ୍କର ସବେକ ଯିହାଶୂେୟଙ୍କର ମୃତକ୍ସ୍ଟ୍ଯ ହେଲା। ତାଙ୍କୁ ସେତବେେଳେ 110 ବର୍ଷ ହାଇେଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏ ସକଳ ଘଟନା ଉତ୍ତାରେ ସଦାପ୍ରଭୁଙ୍କ ସେବକ ନୂନର ପୁତ୍ର ଯିହୋଶୂୟ ଏକ ଶହ ଦଶ ବର୍ଷ ବୟସ୍କ ହୋଇ ମଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୋଶୂୟଙ୍କର ମୃତ୍ୟୁ ଏହା ପରେ ନୂନର ପୁତ୍ର, ସଦାପ୍ରଭୁଙ୍କର ସେବକ ଯିହୋଶୂୟଙ୍କର ମୃତ୍ୟୁ ହେଲା। ତାଙ୍କୁ ସେତେବେଳେ 110 ବର୍ଷ ହୋଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିସବୁ ଘଟଣା ଉତ୍ତାରେ ସଦାପ୍ରଭୁଙ୍କ ସେବକ ନୂନର ପୁତ୍ର ଯିହୋଶୂୟ ଏକ ଶହ ଦଶ ବର୍ଷ ବୟସ୍କ ହୋଇ ମଲେ।
Odia IRV 2017 (ଓଡିଆ ବାଇବେଲ)
ଏ ସକଳ ଘଟଣା ଉତ୍ତାରେ ସଦାପ୍ରଭୁଙ୍କ ସେବକ ନୂନର ପୁତ୍ର ଯିହୋଶୂୟ ଏକ ଶହ ଦଶ ବର୍ଷ ବୟସ୍କ ହୋଇ ମଲେ।