Joshua 24:30 — Compare Translations
5 translations compared side by side
Odia - 1840
"ଏହାପରେ ଲୋକମାନେ ଗାଶ ପର୍ବତର ଉତ୍ତର ପାଶର୍ବ ରେ ଇଫ୍ରଯିମର ପର୍ବତମଯ ଦେଶସ୍ଥ ତିମ୍ନାତ୍- ସରହେ ରେ ତାଙ୍କର ନିଜର ଜମି ମଧିଅରେ ତାଙ୍କୁ କବର ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଲୋକମାନେ ଗାଶ୍ ପର୍ବତର ଉତ୍ତର ପାର୍ଶ୍ଵରେ ଇଫ୍ରୟିମର ପର୍ବତମୟ ଦେଶସ୍ଥ ତିମ୍ନାତ୍ସେରହରେ ତାଙ୍କର ଅଧିକାର-ସୀମା ମଧ୍ୟରେ ତାଙ୍କୁ କବର ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଲୋକମାନେ ଗାଶ୍ ପର୍ବତର ଉତ୍ତର ପାର୍ଶ୍ୱରେ ଇଫ୍ରୟିମର ପର୍ବତମୟ ଦେଶସ୍ଥ ତିମ୍ନାତ୍-ସେରହରେ ତାଙ୍କର ନିଜର ଜମି ମଧ୍ୟରେ ତାଙ୍କୁ କବର ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଲୋକମାନେ ଗାଶ୍-ପର୍ବତର ଉତ୍ତର ପାର୍ଶ୍ୱରେ ଇଫ୍ରୟିମର ପର୍ବତମୟ ଦେଶସ୍ଥ ତିମ୍ନାତ୍ସେରହରେ ତାଙ୍କର ଅଧିକାର-ସୀମା ମଧ୍ୟରେ ତାଙ୍କୁ କବର ଦେଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଲୋକମାନେ ଗାଶ୍ ପର୍ବତର ଉତ୍ତର ପାର୍ଶ୍ୱରେ ଇଫ୍ରୟିମର ପର୍ବତମୟ ଦେଶସ୍ଥ ତିମ୍ନାତ୍ସେରହରେ ତାଙ୍କର ଅଧିକାର-ସୀମା ମଧ୍ୟରେ ତାଙ୍କୁ କବର ଦେଲେ।