Joshua 24:31 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲୀୟମାନେ ସଦାପ୍ରଭୁଙ୍କୁ ଉପାସନା କରିଥିଲେ, ତାଙ୍କର ମୃତକ୍ସ୍ଟ୍ଯପରେ ମଧ୍ଯ ସମାନେେ ସଦାପ୍ରଭୁଙ୍କର ଉପାସନା କଲେ। ସମାନଙ୍କେର ବଯୋଜେଷ୍ଠଗଣ ବଞ୍ଚିଥିଲା ୟାଏଁ ସମାନେେ ସଦାପ୍ରଭୁଙ୍କର ଉପାସନା କରିବା ଜାରି ରଖିଲେ। ଏହି ମୂଖିଆମାନେ ଦେଖିଥିଲେ ସଦାପ୍ରଭୁ ଇଶ୍ରାୟେଲକକ୍ସ୍ଟ ଯାହା କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୋଶୂୟଙ୍କର ଜୀବନଯାଏ ଓ ଯେଉଁ ପ୍ରାଚୀନମାନେ ଇସ୍ରାଏଲ ପକ୍ଷରେ ସଦାପ୍ରଭୁଙ୍କ କୃତ ସମସ୍ତ କାର୍ଯ୍ୟ ଜ୍ଞାତ ଥିଲେ, ସେମାନଙ୍କ ମଧ୍ୟରୁ ଯିହୋଶୂୟଙ୍କ ଉତ୍ତାରେ ଯେଉଁମାନେ ଜୀବିତ ଥିଲେ, ସେମାନଙ୍କ ଜୀବନଯାଏ ଇସ୍ରାଏଲ ସଦାପ୍ରଭୁଙ୍କର ସେବା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲୀୟମାନେ ସଦାପ୍ରଭୁଙ୍କୁ ଉପାସନା କରିଥିଲେ, ତାଙ୍କର ମୃତ୍ୟୁପରେ ମଧ୍ୟ ସେମାନେ ସଦାପ୍ରଭୁଙ୍କର ଉପାସନା କଲେ। ସେମାନଙ୍କର ବୟୋଜ୍ୟେଷ୍ଠଗଣ ବଞ୍ଚିଥିଲା ଯାଏ ସେମାନେ ସଦାପ୍ରଭୁଙ୍କର ଉପାସନା କରିବା ଜାରି ରଖିଲେ। ଏହି ମୂଖିଆମାନେ ଦେଖିଥିଲେ ସଦାପ୍ରଭୁ ଇସ୍ରାଏଲକୁ ଯାହା କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିହୋଶୂୟଙ୍କର ଜୀବନଯାଏ ଓ ଯେଉଁ ପ୍ରାଚୀନମାନେ ଇସ୍ରାଏଲ ପକ୍ଷରେ ସଦାପ୍ରଭୁଙ୍କ କୃତ ସମସ୍ତ କାର୍ଯ୍ୟ ଜ୍ଞାତ ଥିଲେ, ସେମାନଙ୍କ ମଧ୍ୟରୁ ଯିହୋଶୂୟଙ୍କ ଉତ୍ତାରେ ଯେଉଁମାନେ ଜୀବିତ ଥିଲେ, ସେମାନଙ୍କ ଜୀବନଯାଏ ଇସ୍ରାଏଲ ସଦାପ୍ରଭୁଙ୍କର ସେବା କଲେ।
Odia IRV 2017 (ଓଡିଆ ବାଇବେଲ)
ଯିହୋଶୂୟଙ୍କର ଜୀବନଯାଏ ଓ ଯେଉଁ ପ୍ରାଚୀନମାନେ ଇସ୍ରାଏଲ ପକ୍ଷରେ ସଦାପ୍ରଭୁଙ୍କ କୃତ ସମସ୍ତ କାର୍ଯ୍ୟ ଜ୍ଞାତ ଥିଲେ, ସେମାନଙ୍କ ମଧ୍ୟରୁ ଯିହୋଶୂୟଙ୍କ ଉତ୍ତାରେ ଯେଉଁମାନେ ଜୀବିତ ଥିଲେ, ସେମାନଙ୍କ ଜୀବନଯାଏ ଇସ୍ରାଏଲ ସଦାପ୍ରଭୁଙ୍କର ସେବା କଲେ।