Joshua 24:32 — Compare Translations
5 translations compared side by side
Odia - 1840
"ଯେତବେେଳେ ଇଶ୍ରାୟେଲବାସୀମାନେ ମିଶରକକ୍ସ୍ଟ ପରିତ୍ଯାଗ କଲେ। ସେତବେେଳେ ଯୋଷଫଙ୍କେ ଏହି ଅସ୍ଥିସବୁ ତାଙ୍କ ସହିତ ନଇେ ଆସିଥିଲେ। ତେଣୁ ଲୋକମାନେ ଯୋଷଫଙ୍କେର ଏହିସବୁ ଅସ୍ଥିକକ୍ସ୍ଟ ଶିଖିମଠା ରେ କବର ଦେଲେ। ସମାନେେ ତାଙ୍କର ଏହିସବୁ ଅସ୍ଥିକକ୍ସ୍ଟ ସହେି ଭୂମିରେ କବର ଦେଲେ, ଯେଉଁ ସ୍ଥାନ ଶିଖିମର ପିତା ହା ମାରେସନ୍ତାନମାନଙ୍କଠାରକ୍ସ୍ଟ କ୍ରଯ କରିଥିଲେ। ୟାକକ୍ସ୍ଟବ ସହେି ଭୂମିକକ୍ସ୍ଟ ଏକଶହ ରୈପ୍ଯ ମକ୍ସ୍ଟଦ୍ରା ରେ ତାହାକକ୍ସ୍ଟ କ୍ରଯ କରିଥିଲେ। ଏହି ଭୂମି ଯୋଷଫଙ୍କେର ସନ୍ତାନମାନଙ୍କର ଅଧିକାର ରେ ରହିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯାକୁବ ଏକ ଶହ ରୌପ୍ୟମୁଦ୍ରାରେ ଶିଖିମର ପିତା ହମୋର ସନ୍ତାନମାନଙ୍କଠାରୁ ଯେଉଁ ଭୂମି କ୍ରୟ କରିଥିଲେ, ଶିଖିମସ୍ଥିତ ସେହି ଭୂମିଖଣ୍ତରେ ଇସ୍ରାଏଲ-ସନ୍ତାନଗଣ ଯୋଷେଫଙ୍କର ଯେଉଁ ଅସ୍ଥି ମିସରରୁ ଆଣିଥିଲେ, ତାହା ପୋତିଲେ, ଆଉ ତାହା ଯୋଷେଫ-ସନ୍ତାନମାନଙ୍କ ଅଧିକାର ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଷେଫଙ୍କର ଗୃହକୁ ପ୍ରତ୍ୟାବର୍ତ୍ତନ ଯେତେବେଳେ ଇସ୍ରାଏଲବାସୀମାନେ ମିଶରକୁ ପରିତ୍ୟାଗ କଲେ। ସେତେବେଳେ ଯୋଷେଫଙ୍କ ଅସ୍ଥିସବୁ ତାଙ୍କ ସହିତ ନେଇ ଆସିଥିଲେ। ତେଣୁ ଲୋକମାନେ ଯୋଷେଫଙ୍କର ସେହି ଅସ୍ଥିକୁ ଶିଖିମଠାରେ କବର ଦେଲେ। ସେମାନେ ତାଙ୍କର ଅସ୍ଥିକୁ ସେହି ଭୂମିରେ କବର ଦେଲେ, ଯେଉଁ ସ୍ଥାନ ଶିଖିମର ପିତା ହାମୋରସନ୍ତାନମାନଙ୍କଠାରୁ କ୍ରୟ କରିଥିଲେ। ଯାକୁବ ସେହି ଭୂମିକୁ ଏକ ଶହ ରୌପ୍ୟ ମୁଦ୍ରାରେ କ୍ରୟ କରିଥିଲେ। ଏହି ଭୂମି ଯୋଷେଫଙ୍କର ସନ୍ତାନମାନଙ୍କ ଅଧିକାରରେ ରହିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଯାକୁବ ଏକ ଶହ ରୌପ୍ୟ ମୁଦ୍ରାରେ ଶିଖିମର ପିତା ହମୋର ସନ୍ତାନମାନଙ୍କଠାରୁ ଯେଉଁ ଭୂମି କ୍ରୟ କରିଥିଲେ, ଶିଖିମସ୍ଥିତ ସେହି ଭୂମିଖଣ୍ଡରେ ଇସ୍ରାଏଲ-ସନ୍ତାନଗଣ ଯୋଷେଫଙ୍କର ଯେଉଁ ଅସ୍ଥି ମିସରରୁ ଆଣିଥିଲେ, ତାହା ପୋତିଲେ, ଆଉ ତାହା ଯୋଷେଫ-ସନ୍ତାନମାନଙ୍କ ଅଧିକାର ହେଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି ଯାକୁବ ଏକ ଶହ ରୌପ୍ୟ ମୁଦ୍ରାରେ ଶିଖିମର ପିତା ହମୋର ସନ୍ତାନମାନଙ୍କଠାରୁ ଯେଉଁ ଭୂମି କ୍ରୟ କରିଥିଲେ, ଶିଖିମ୍ସ୍ଥିତ ସେହି ଭୂମିଖଣ୍ଡରେ ଇସ୍ରାଏଲ ସନ୍ତାନଗଣ ଯୋଷେଫଙ୍କର ଯେଉଁ ଅସ୍ଥି ମିସରରୁ ଆଣିଥିଲେ, ତାହା ପୋତିଲେ, ଆଉ ତାହା ଯୋଷେଫ-ସନ୍ତାନମାନଙ୍କ ଅଧିକାର ହେଲା।