Joshua 24:33 — Compare Translations
5 translations compared side by side
Odia - 1840
"ହାରୋଣର ପକ୍ସ୍ଟତ୍ର, ଇଲିଯାସର ମଲେ, ଓ ଇଫ୍ରଯିମର ପାର୍ବତ୍ଯମଯ ଦେଶର ଗିବିହଠା ରେ ତାଙ୍କୁ କବର ଦିଆଗଲା। ତାଙ୍କର ପକ୍ସ୍ଟତ୍ର ପୀନହସବୁ ଗିବିଯୋନ ଦିଆଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏ ଉତ୍ତାରେ ହାରୋଣଙ୍କ ପୁତ୍ର ଇଲୀୟାସର ମଲା; ତହିଁରେ ଲୋକମାନେ ଇଫ୍ରୟିମର ପର୍ବତମୟ ଦେଶରେ ତାହାର ପୁତ୍ର ପୀନହସ୍କୁ ଦତ୍ତ ପର୍ବତରେ ତାହାକୁ କବର ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ହାରୋଣର ପୁତ୍ର, ଇଲିୟାସର ମଲେ, ଓ ଇଫ୍ରୟିମର ପାର୍ବତ୍ୟମୟ ଦେଶର ଗିବିୟାଠାରେ ତାଙ୍କୁ କବର ଦିଆଗଲା। ତାଙ୍କର ପୁତ୍ର ପୀନହସ୍କୁ ଗିବିୟୋନ ଦିଆଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ହାରୋଣଙ୍କ ପୁତ୍ର ଇଲୀୟାସର ମଲା; ତହିଁରେ ଲୋକମାନେ ଇଫ୍ରୟିମର ପର୍ବତମୟ ଦେଶରେ ତାହାର ପୁତ୍ର ପୀନହସ୍କୁ ଦତ୍ତ ପର୍ବତରେ ତାହାକୁ କବର ଦେଲେ।
Odia IRV 2017 (ଓଡିଆ ବାଇବେଲ)
ଏ ଉତ୍ତାରେ ହାରୋଣଙ୍କ ପୁତ୍ର ଇଲୀୟାସର ମଲା; ତହିଁରେ ଲୋକମାନେ ଇଫ୍ରୟିମର ପର୍ବତମୟ ଦେଶରେ ତାହାର ପୁତ୍ର ପୀନହସ୍କୁ ଦତ୍ତ ପର୍ବତରେ ତାହାକୁ କବର ଦେଲେ।