Joshua 24:4 — Compare Translations
5 translations compared side by side
Odia - 1840
"ଏବଂ ଇସ୍ହାକକକ୍ସ୍ଟ ଦକ୍ସ୍ଟଇଟି ପକ୍ସ୍ଟତ୍ର ଦଲେି, ସମାନେେ ହେଲେ, ୟାକକ୍ସ୍ଟବ ଓ ଏଷୌ। ଏବଂ ଏଷୌକକ୍ସ୍ଟ ସଯେୀର ପର୍ବତ ଓ ତା'ର ପାଶର୍ବବର୍ତ୍ତୀ ଭୂମି ଦଲେି। ୟାକକ୍ସ୍ଟବ ଏବଂ ତାଙ୍କର ସନ୍ତାନମାନେ ସଠାେରେ ବାସ କଲେ ନାହିଁ। ସମାନେେ ବାସ କରିବାକୁ ମିଶରକକ୍ସ୍ଟ ପଳାଇ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଆମ୍ଭେ ଇସ୍ହାକକୁ ଯାକୁବ ଓ ଏଷୌ ଦେଲୁ; ପୁଣି ଆମ୍ଭେ ଅଧିକାରାର୍ଥେ ଏଷୌକୁ ସେୟୀର ପର୍ବତ ଦେଲୁ; ଆଉ ଯାକୁବ ଓ ତାହାର ସନ୍ତାନମାନେ ମିସରକୁ ଗଲେ⇧ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ଇସ୍ହାକକୁ ଦୁଇଟି ପୁତ୍ର ଦେଲି, ସେମାନେ ହେଲେ, ଯାକୁବ ଓ ଏଷୌ। ଏବଂ ଏଷୌକୁ ସେୟୀର ପର୍ବତ ଓ ତା’ର ପାର୍ଶ୍ୱବର୍ତ୍ତୀ ଭୂମି ଦେଲି। ଯାକୁବ ଏବଂ ତାଙ୍କର ସନ୍ତାନମାନେ ସେଠାରେ ବାସ କଲେ ନାହିଁ। ସେମାନେ ବାସ କରିବାକୁ ମିଶରକୁ ପଳାଇ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଆମ୍ଭେ ଇସ୍ହାକକୁ ଯାକୁବ ଓ ଏଷୌ ଦେଲୁ; ପୁଣି ଆମ୍ଭେ ଅଧିକାରାର୍ଥେ ଏଷୌକୁ ସେୟୀର ପର୍ବତ ଦେଲୁ; ଆଉ ଯାକୁବ ଓ ତାହାର ସନ୍ତାନମାନେ ମିସରକୁ ଗଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଆମ୍ଭେ ଇସ୍ହାକକୁ ଯାକୁବ ଓ ଏଷୌ ଦେଲୁ; ପୁଣି ଆମ୍ଭେ ଅଧିକାରାର୍ଥେ ଏଷୌକୁ ସେୟୀର ପର୍ବତ ଦେଲୁ; ଆଉ ଯାକୁବ ଓ ତାହାର ସନ୍ତାନମାନେ ମିସରକୁ ଗଲେ।