Joshua 24:5 — Compare Translations
5 translations compared side by side
Odia - 1840
"ଏହାପରେ ମୁ, ମାଶାେ ଓ ହାରୋଣକକ୍ସ୍ଟ ସହେି ସ୍ଥାନକକ୍ସ୍ଟ ପଠାଇଲି। ଆଉ ମୁ ଗ୍ଭହିଁଥିଲି ମାରେଲୋକମାନଙ୍କୁ ମିଶରରକ୍ସ୍ଟ ଫରୋଇ ଆଣିବା ପାଇଁ। ମିଶର ମଧିଅରେ ଶକ୍ତିଶାଳୀ କାର୍ୟ୍ଯ କରି ମୁ ସମାନଙ୍କେୁ ପିଡାଦଲେି। ଏହାପରେ ମୁ ତୁମ୍ଭମାନଙ୍କର ଲୋକମାନଙ୍କୁ ମିଶରରକ୍ସ୍ଟ ବାହାର କରି ଆଣିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଆମ୍ଭେ ମୋଶା ଓ ହାରୋଣକୁ ପଠାଇଲୁ ଓ ମିସର ମଧ୍ୟରେ ଯେଉଁ କାର୍ଯ୍ୟ କଲୁ, ତଦ୍ଦ୍ଵାରା ତାହାକୁ ଦଣ୍ତ ଦେଲୁ; ତହିଁ ଉତ୍ତାରେ ଆମ୍ଭେ ତୁମ୍ଭମାନଙ୍କୁ ବାହାର କରି ଆଣିଲୁ ।
Odia Bible ERV 2004 (ପବିତ୍ର ବାଇବଲ)
“‘ଏହା ପରେ ମୁଁ, ମୋଶା ଓ ହାରୋଣକୁ ସେହି ସ୍ଥାନକୁ ପଠାଇଲି। ଆଉ ମୁଁ ଗ୍ଭହିଁଥିଲି ମୋର ଲୋକମାନଙ୍କୁ ମିଶରରୁ ଫେରାଇ ଆଣିବା ପାଇଁ। ମିଶର ମଧ୍ୟରେ ଶକ୍ତିଶାଳୀ କାର୍ଯ୍ୟ କରି ମୁଁ ସେମାନଙ୍କୁ ପୀଡ଼ା ଦେଲି। ଏହା ପରେ ମୁଁ ତୁମ୍ଭମାନଙ୍କର ଲୋକମାନଙ୍କୁ ମିଶରରୁ ବାହାର କରି ଆଣିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଆମ୍ଭେ ମୋଶା ଓ ହାରୋଣକୁ ପଠାଇଲୁ ଓ ମିସର ମଧ୍ୟରେ ଯେଉଁ କାର୍ଯ୍ୟ କଲୁ, ତଦ୍ଦ୍ୱାରା ତାହାକୁ ଦଣ୍ଡ ଦେଲୁ; ତହିଁ ଉତ୍ତାରେ ଆମ୍ଭେ ତୁମ୍ଭମାନଙ୍କୁ ବାହାର କରି ଆଣିଲୁ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଆମ୍ଭେ ମୋଶା ଓ ହାରୋଣକୁ ପଠାଇଲୁ ଓ ମିସର ମଧ୍ୟରେ ଯେଉଁ କାର୍ଯ୍ୟ କଲୁ, ତଦ୍ଦ୍ୱାରା ତାହାକୁ ଦଣ୍ଡ ଦେଲୁ; ତହିଁ ଉତ୍ତାରେ ଆମ୍ଭେ ତୁମ୍ଭମାନଙ୍କୁ ବାହାର କରି ଆଣିଲୁ।