Joshua 24:6 — Compare Translations

5 translations compared side by side

Odia - 1840
"ଏହିପରି ଭାବରେ ମୁ ତୁମ୍ଭର ପୂର୍ବପୁରୁଷଗଣଙ୍କକ୍ସ୍ଟ ମିଶରରକ୍ସ୍ଟ ନଇେ ଆସିଲି। ମିଶରୀଯମାନେ ରଥ ଓ ରଥା ରୋହୀ ସହିତ ସୂଫ ସମକ୍ସ୍ଟଦ୍ର ପ୍ରର୍ୟ୍ଯନ୍ତ ତକ୍ସ୍ଟମ୍ଭ ପୂର୍ବପୁରୁଷମାନଙ୍କ ପେଛ ପେଛ ଗୋଡ଼ାଇ ଆସିଥିଲେ। ମିଶରୀଯ ରଥା ରୋହୀ ଓ ଅଶ୍ବାରୋହୀ ମଧ୍ଯ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଆମ୍ଭେ ମିସରରୁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ବାହାର କରି ଆଣିଲୁ; ତହୁଁ ତୁମ୍ଭେମାନେ ସମୁଦ୍ର ନିକଟରେ ଉପସ୍ଥିତ ହେଲ; ସେତେବେଳେ ମିସ୍ରୀୟମାନେ ରଥ ଓ ଅଶ୍ଵାରୂଢ଼ ସୈନ୍ୟ ନେଇ ସୂଫ ସମୁଦ୍ର ପର୍ଯ୍ୟନ୍ତ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ପଛେ ପଛେ ଗୋଡ଼ାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହିପରି ଭାବରେ ମୁଁ ତୁମ୍ଭର ପୂର୍ବପୁରୁଷଗଣଙ୍କୁ ମିଶରରୁ ନେଇ ଆସିଲି। ମିଶରୀୟମାନେ ରଥ ଓ ରଥାରୋହୀ ସହିତ ସୂଫସାଗର ପର୍ଯ୍ୟନ୍ତ ତୁମ୍ଭ ପୂର୍ବପୁରୁଷମାନଙ୍କ ପଛେ ପଛେ ଗୋଡ଼ାଇ ଆସିଥିଲେ। ମିଶରୀୟ ରଥାରୋହୀ ଓ ଅଶ୍ୱାରୋହୀ ମଧ୍ୟ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଆମ୍ଭେ ମିସରରୁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ବାହାର କରି ଆଣିଲୁ; ତହୁଁ ତୁମ୍ଭେମାନେ ସମୁଦ୍ର ନିକଟରେ ଉପସ୍ଥିତ ହେଲ; ସେତେବେଳେ ମିସରୀୟମାନେ ରଥ ଓ ଅଶ୍ୱାରୂଢ଼ ସୈନ୍ୟ ନେଇ ସୂଫ ସାଗର ପର୍ଯ୍ୟନ୍ତ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ପଛେ ପଛେ ଗୋଡ଼ାଇଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଆମ୍ଭେ ମିସରରୁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ବାହାର କରି ଆଣିଲୁ; ତହୁଁ ତୁମ୍ଭେମାନେ ସମୁଦ୍ର ନିକଟରେ ଉପସ୍ଥିତ ହେଲ; ସେତେବେଳେ ମିସ୍ରୀୟମାନେ ରଥ ଓ ଅଶ୍ୱାରୂଢ଼ ସୈନ୍ୟ ନେଇ ସୂଫ ସାଗର ପର୍ଯ୍ୟନ୍ତ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ପଛେ ପଛେ ଗୋଡ଼ାଇଲେ।