Joshua 24:7 — Compare Translations
5 translations compared side by side
Odia - 1840
"ତେଣୁ ଲୋକମାନେ ମାେତେ ପ୍ରାର୍ଥନା କଲେ, ହେ ପ୍ରଭକ୍ସ୍ଟ ଆମ୍ଭକକ୍ସ୍ଟ ସାହାୟ୍ଯ କର ମୁ ମିଶରୀଯମାନଙ୍କ ପାଇଁ ବହକ୍ସ୍ଟ ଅସକ୍ସ୍ଟବାଧା କରାଇଲି । ଏବଂ ମିଶରୀଯମାନଙ୍କ ଉପରକକ୍ସ୍ଟ ସମକ୍ସ୍ଟଦ୍ରକକ୍ସ୍ଟ ଆଚ୍ଛାନ୍ନ କରାଇଲି। ତୁମ୍ଭମାନେେ ଦେଖିଅଛ, ମୁ ମିଶରୀଯ ୈସନ୍ଯମାନଙ୍କୁ କି ଅବସ୍ତା କରିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେମାନେ ସଦାପ୍ରଭୁଙ୍କୁ ଡାକ ପକାନ୍ତେ, ସେ ତୁମ୍ଭମାନଙ୍କ ଓ ମିସ୍ରୀୟମାନଙ୍କ ମଧ୍ୟରେ ଅନ୍ଧକାର ସ୍ଥାପନ କଲେ, ଆଉ ସେମାନଙ୍କ ଉପରକୁ ସମୁଦ୍ର ଆଣି ସେମାନଙ୍କୁ ଆଚ୍ଛନ୍ନ କଲେ; ଆମ୍ଭେ ମିସରରେ ଯାହା କଲୁ; ତାହା ତୁମ୍ଭମାନଙ୍କ ଚକ୍ଷୁ ଦେଖିଲା, ତହିଁ ଉତ୍ତାରେ ତୁମ୍ଭେମାନେ ଅନେକ ଦିନ, ପ୍ରାନ୍ତରରେ ବାସ କଲ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଲୋକମାନେ ମୋତେ ପ୍ରାର୍ଥନା କଲେ, ‘ହେ ପ୍ରଭୁ, ଆମ୍ଭକୁ ସାହାଯ୍ୟ କର।’ ମୁଁ ମିଶରୀୟମାନଙ୍କ ପାଇଁ ବହୁ ଅସୁବିଧା କରାଇଲି । ଏବଂ ମିଶରୀୟମାନଙ୍କ ଉପରେ ସମୁଦ୍ରକୁ ଆଚ୍ଛନ୍ନ କରାଇଲି। ତୁମ୍ଭେମାନେ ଦେଖିଅଛ, ମୁଁ ମିଶରୀୟ ସୈନ୍ୟମାନଙ୍କୁ କି ଅବସ୍ଥା କରିଛି। ଏହା ପରେ ତୁମ୍ଭେମାନେ ସେହି ମରୁ ଅଞ୍ଚଳରେ ଦୀର୍ଘଦିନ ଧରି ବାସ କଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେମାନେ ସଦାପ୍ରଭୁଙ୍କୁ ଡାକ ପକାନ୍ତେ, ସେ ତୁମ୍ଭମାନଙ୍କ ଓ ମିସରୀୟମାନଙ୍କ ମଧ୍ୟରେ ଅନ୍ଧକାର ସ୍ଥାପନ କଲେ, ଆଉ ସେମାନଙ୍କ ଉପରକୁ ସମୁଦ୍ର ଆଣି ସେମାନଙ୍କୁ ଆଚ୍ଛନ୍ନ କଲେ; ଆମ୍ଭେ ମିସରରେ ଯାହା କଲୁ; ତାହା ତୁମ୍ଭମାନଙ୍କ ଚକ୍ଷୁ ଦେଖିଲା, ତହିଁ ଉତ୍ତାରେ ତୁମ୍ଭେମାନେ ଅନେକ ଦିନ ପ୍ରାନ୍ତରରେ ବାସ କଲ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେମାନେ ସଦାପ୍ରଭୁଙ୍କୁ ଡାକ ପକାନ୍ତେ, ସେ ତୁମ୍ଭମାନଙ୍କ ଓ ମିସ୍ରୀୟମାନଙ୍କ ମଧ୍ୟରେ ଅନ୍ଧକାର ସ୍ଥାପନ କଲେ, ଆଉ ସେମାନଙ୍କ ଉପରକୁ ସମୁଦ୍ର ଆଣି ସେମାନଙ୍କୁ ଆଚ୍ଛନ୍ନ କଲେ; ଆମ୍ଭେ ମିସରରେ ଯାହା କଲୁ; ତାହା ତୁମ୍ଭମାନଙ୍କ ଚକ୍ଷୁ ଦେଖିଲା, ତହିଁ ଉତ୍ତାରେ ତୁମ୍ଭେମାନେ ଅନେକ ଦିନ ପ୍ରାନ୍ତରରେ ବାସ କଲ।