Joshua 24:8 — Compare Translations
5 translations compared side by side
Odia - 1840
"ଏହାପରେ ଆମ୍ଭେ ତୁମ୍ଭମାନଙ୍କୁ ୟର୍ଦ୍ଦନ ନଦୀର ପୂର୍ବପାଶର୍ବ ରେ ବାସ କରୁଥିବା ଇମାରେୀୟମାନଙ୍କର ଦେଶକକ୍ସ୍ଟ ଆଣିଲକ୍ସ୍ଟ। ଏହାପରେ ସମାନେେ ତୁମ୍ଭମାନଙ୍କ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କଲେ। ତେଣୁ ଆମ୍ଭେ ସମାନଙ୍କେୁ ତକ୍ସ୍ଟମ୍ଭ ହସ୍ତ ରେ ସମର୍ପଣ କଲକ୍ସ୍ଟ। ଏହିପରି ତୁମ୍ଭେ ସମାନଙ୍କେର ଦେଶକକ୍ସ୍ଟ ଅଧିକାର କଲ। ଏବଂ ସମାନଙ୍କେୁ ବିନାଶ କଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଯର୍ଦ୍ଦନ ସେପାରିରେ ବାସକାରୀ ଇମୋରୀୟମାନଙ୍କ ଦେଶକୁ ଆଣିଲୁ; ପୁଣି ସେମାନେ ତୁମ୍ଭମାନଙ୍କ ସଙ୍ଗେ ଯୁଦ୍ଧ କଲେ; ତହିଁରେ ଆମ୍ଭେ ସେମାନଙ୍କୁ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କଲୁ ଓ ତୁମ୍ଭେମାନେ ସେମାନଙ୍କ ଦେଶ ଅଧିକାର କଲ; ଏହିରୂପେ ଆମ୍ଭେ ତୁମ୍ଭମାନଙ୍କ ସାକ୍ଷାତରେ ସେମାନଙ୍କୁ ବିନାଶ କଲୁ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ମୁଁ ତୁମ୍ଭମାନଙ୍କୁ ଯର୍ଦ୍ଦନ ନଦୀର ପୂର୍ବପାର୍ଶ୍ୱରେ ବାସ କରୁଥିବା ଇମୋରୀୟମାନଙ୍କର ଦେଶକୁ ଆଣିଲି। ଏହା ପରେ ସେମାନେ ତୁମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ। ତେଣୁ ମୁଁ ସେମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କଲି। ଏହିପରି ତୁମ୍ଭେ ସେମାନଙ୍କର ଦେଶକୁ ଅଧିକାର କଲ। ଏବଂ ସେମାନଙ୍କୁ ବିନାଶ କଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଯର୍ଦ୍ଦନ ସେପାରିରେ ବାସକାରୀ ଇମୋରୀୟମାନଙ୍କ ଦେଶକୁ ଆଣିଲୁ; ପୁଣି ସେମାନେ ତୁମ୍ଭମାନଙ୍କ ସଙ୍ଗେ ଯୁଦ୍ଧ କଲେ; ତହିଁରେ ଆମ୍ଭେ ସେମାନଙ୍କୁ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କଲୁ ଓ ତୁମ୍ଭେମାନେ ସେମାନଙ୍କ ଦେଶ ଅଧିକାର କଲ; ଏହିରୂପେ ଆମ୍ଭେ ତୁମ୍ଭମାନଙ୍କ ସାକ୍ଷାତରେ ସେମାନଙ୍କୁ ବିନାଶ କଲୁ।
Odia IRV 2017 (ଓଡିଆ ବାଇବେଲ)