Joshua 24:9 — Compare Translations
5 translations compared side by side
Odia - 1840
"ଏହାପରେ ସିପ୍ପୋରର ପକ୍ସ୍ଟତ୍ର ବାଲାକ୍ ଯେ କି ମାୟୋବର ରାଜା ଥିଲା ସେ ପ୍ରସ୍ତକ୍ସ୍ଟତ ହେଲା। ଇଶ୍ରାୟେଲଙ୍କ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କରିବା ପାଇଁ ତାଙ୍କର ରାଜା ବିଯୋର ପକ୍ସ୍ଟତ୍ର ବିଲିଯମକକ୍ସ୍ଟ ପଠାଇଲେ। ସେ ତୁମ୍ଭମାନଙ୍କୁ ଶାପ ଦବୋ ପାଇଁ ବିଲିଯମକକ୍ସ୍ଟ ପଠାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ମୋୟାବ-ରାଜା ସିପ୍ପୋର୍ର ପୁତ୍ର ବାଲାକ୍ ଉଠି ଇସ୍ରାଏଲ ପ୍ରତିକୂଳରେ ଯୁଦ୍ଧ କଲା, ପୁଣି ସେ ଲୋକ ପଠାଇ ତୁମ୍ଭମାନଙ୍କୁ ଶାପ ଦେବା ନିମନ୍ତେ ବିୟୋରର ପୁତ୍ର ବିଲୀୟମକୁ ଡକାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
“‘ଏହା ପରେ ସିପ୍ପୋରର ପୁତ୍ର ବାଲାକ୍ ଯେ କି ମୋୟାବର ରାଜା ଥିଲା ସେ ପ୍ରସ୍ତୁତ ହେଲା। ଇସ୍ରାଏଲଙ୍କ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ତାଙ୍କର ରାଜା ବିୟୋର ପୁତ୍ର ବିଲିୟମକୁ ପଠାଇଲା। ସେ ତୁମ୍ଭମାନଙ୍କୁ ଶାପ ଦେବା ପାଇଁ ବିଲିୟମକୁ ପଠାଇଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ମୋୟାବ-ରାଜା ସିପ୍ପୋରର ପୁତ୍ର ବାଲାକ ଉଠି ଇସ୍ରାଏଲ ପ୍ରତିକୂଳରେ ଯୁଦ୍ଧ କଲା, ପୁଣି ସେ ଲୋକ ପଠାଇ ତୁମ୍ଭମାନଙ୍କୁ ଶାପ ଦେବା ନିମନ୍ତେ ବିୟୋରର ପୁତ୍ର ବିଲୀୟମ୍କୁ ଡକାଇଲା।
Odia IRV 2017 (ଓଡିଆ ବାଇବେଲ)
ତେବେ ମୋୟାବ-ରାଜା ସିପ୍ପୋରର ପୁତ୍ର ବାଲାକ୍ ଉଠି ଇସ୍ରାଏଲ ପ୍ରତିକୂଳରେ ଯୁଦ୍ଧ କଲା, ପୁଣି ସେ ଲୋକ ପଠାଇ ତୁମ୍ଭମାନଙ୍କୁ ଶାପ ଦେବା ନିମନ୍ତେ ବିୟୋରର ପୁତ୍ର ବିଲୀୟମ୍କୁ ଡକାଇଲା।