Joshua 3:1 — Compare Translations
5 translations compared side by side
Odia - 1840
"ପ୍ରତକ୍ସ୍ଟ୍ଯଷରକ୍ସ୍ଟ ଯିହାଶୂେୟ ଓ ଇଶ୍ରାୟେଲର ସମସ୍ତ ଲୋକମାନେ ଆକାସିଯା ସହର ପରିତ୍ଯାଗ କରି ୟର୍ଦ୍ଦନ ନଦୀ କୂଳକକ୍ସ୍ଟ ୟାତ୍ରା କଲେ। ସମାନେେ ନଦୀ ପାର ହାଇଯେିବା ପର୍ୟ୍ଯନ୍ତ ସହେି ନଦୀ କୂଳ ରେ ଛାଉଣୀ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଯିହୋଶୂୟ ଅତି ପ୍ରଭାତରେ ଉଠିଲେ; ପୁଣି ସେ ଓ ଇସ୍ରାଏଲର ସମସ୍ତ ସନ୍ତାନ ଶିଟିମରୁ ଯାତ୍ରା କରି ଯର୍ଦ୍ଦନରେ ଉପସ୍ଥିତ ହେଲେ; ମାତ୍ର ସେମାନେ ପାର ହେବା ପୂର୍ବେ ସେଠାରେ ବସା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯର୍ଦ୍ଦନ ନଦୀରେ ଅଲୌକିକ ଘଟଣା ଘଟିଲା ପ୍ରତ୍ୟୁଷରୁ ଯିହୋଶୂୟ ଓ ଇସ୍ରାଏଲର ସମସ୍ତ ଲୋକମାନେ ଆକାସିଆ ସହର ପରିତ୍ୟାଗ କରି ଯର୍ଦ୍ଦନ ନଦୀ କୂଳକୁ ଯାତ୍ରା କଲେ। ସେମାନେ ନଦୀ ପାର ହୋଇଯିବା ପର୍ଯ୍ୟନ୍ତ ସେହି ନଦୀ କୂଳରେ ଛାଉଣି କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯିହୋଶୂୟ ଅତି ପ୍ରଭାତରେ ଉଠିଲେ; ପୁଣି ସେ ଓ ଇସ୍ରାଏଲର ସମସ୍ତ ସନ୍ତାନ ଶିଟୀମରୁ ଯାତ୍ରା କରି ଯର୍ଦ୍ଦନରେ ଉପସ୍ଥିତ ହେଲେ; ମାତ୍ର ସେମାନେ ପାର ହେବା ପୂର୍ବେ ସେଠାରେ ବସା କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯିହୋଶୂୟ ଅତି ପ୍ରଭାତରେ ଉଠିଲେ; ପୁଣି ସେ ଓ ଇସ୍ରାଏଲର ସମସ୍ତ ସନ୍ତାନ ଶିଟୀମ୍ରୁ ଯାତ୍ରା କରି ଯର୍ଦ୍ଦନରେ ଉପସ୍ଥିତ ହେଲେ; ମାତ୍ର ସେମାନେ ପାର ହେବା ପୂର୍ବେ ସେଠାରେ ବସା କଲେ।