Joshua 3:10 — Compare Translations
5 translations compared side by side
Odia - 1840
"ଜୀବିତ ପରମେଶ୍ବର ଯେ ତୁମ୍ଭମାନଙ୍କ ସହିତ ଅଛନ୍ତି ଏହା ଦ୍ବାରା ତୁମ୍ଭମାନେେ ଜାଣି ପାରିବ। ସେ, କିଣାନୀଯ ହିତ୍ତୀଯ, ହିଦ୍ଦୀଯ ପରିସୀଯ, ଗିର୍ଗାଶୀଯ, ଇ ମାରେୀଯ ଓ ୟିବୂଷୀଯ ଲୋକମାନଙ୍କୁ ତୁମ୍ଭମାନଙ୍କ ସମ୍ମକ୍ସ୍ଟଖରକ୍ସ୍ଟ ସହେି ଭୂମିରକ୍ସ୍ଟ ନିଶ୍ଚିତ ତଡି ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୋଶୂୟ ଆହୁରି କହିଲେ, ଜୀବିତ ପରମେଶ୍ଵର ଯେ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ପୁଣି କିଣାନୀୟ ଓ ହିତ୍ତୀୟ ଓ ହିବ୍ବୀୟ ଓ ପିରିସୀୟ ଓ ଗିର୍ଗାସୀୟ ଓ ଇମୋରୀୟ ଓ ଯିବୂଷୀୟ ଲୋକମାନଙ୍କୁ ଯେ ତୁମ୍ଭମାନଙ୍କ ସମ୍ମୁଖରୁ ନିତା; ତଡ଼ିଦେବେ, ତାହା ତୁମ୍ଭେମାନେ ଏହା ଦ୍ଵାରା ଜାଣି ପାରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଜୀବିତ ପରମେଶ୍ୱର ଯେ ତୁମ୍ଭମାନଙ୍କ ସହିତ ଅଛନ୍ତି ଏହା ଦ୍ୱାରା ତୁମ୍ଭେମାନେ ଜାଣି ପାରିବ। ସେ କିଣାନୀୟ, ହିତ୍ତୀୟ, ହିବ୍ବୀୟ, ପିରିଷୀୟ, ଗିର୍ଗାଶୀୟ, ଇମୋରୀୟ ଓ ଯିବୂଷୀୟ ଲୋକମାନଙ୍କୁ ତୁମ୍ଭମାନଙ୍କ ସମ୍ମୁଖରୁ, ସେହି ଭୂମିରୁ ନିଶ୍ଚିତ ତଡ଼ି ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିହୋଶୂୟ ଆହୁରି କହିଲେ, ଜୀବିତ ପରମେଶ୍ୱର ଯେ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ପୁଣି କିଣାନୀୟ ଓ ହିତ୍ତୀୟ ଓ ହିବ୍ବୀୟ ଓ ପରିଷୀୟ ଓ ଗିର୍ଗାଶୀୟ ଓ ଇମୋରୀୟ ଓ ଯିବୂଷୀୟ ଲୋକମାନଙ୍କୁ ଯେ ତୁମ୍ଭମାନଙ୍କ ସମ୍ମୁଖରୁ ନିତାନ୍ତ ତଡ଼ି ଦେବେ, ତାହା ତୁମ୍ଭେମାନେ ଏହା ଦ୍ୱାରା ଜାଣି ପାରିବ।
Odia IRV 2017 (ଓଡିଆ ବାଇବେଲ)
ଯିହୋଶୂୟ ଆହୁରି କହିଲେ, ଜୀବିତ ପରମେଶ୍ୱର ଯେ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ପୁଣି କିଣାନୀୟ ଓ ହିତ୍ତୀୟ ଓ ହିବ୍ବୀୟ ଓ ପରିଷୀୟ ଓ ଗିର୍ଗାଶୀୟ ଓ ଇମୋରୀୟ ଓ ଯିବୂଷୀୟ ଲୋକମାନଙ୍କୁ ଯେ ତୁମ୍ଭମାନଙ୍କ ସମ୍ମୁଖରୁ ନିତାନ୍ତ ତଡ଼ିଦେବେ, ତାହା ତୁମ୍ଭେମାନେ ଏହା ଦ୍ୱାରା ଜାଣି ପାରିବ।