Joshua 3:11 — Compare Translations

5 translations compared side by side

Odia - 1840
"ଏହା ଏକ ପ୍ରମାଣ। ସମଗ୍ର ଜଗତର ସଦାପ୍ରଭୁଙ୍କ ନିଯମ ସିନ୍ଦକ୍ସ୍ଟକ ତୁମ୍ଭମାନଙ୍କ ସମ୍ମକ୍ସ୍ଟଖ ରେ ୟର୍ଦ୍ଦନକକ୍ସ୍ଟ ପାର ହାଇେ ତୁମ୍ଭମାନଙ୍କ ଆଗ ରେ ଯାଉଅଛି, ଯେ ହତେକ୍ସ୍ଟ ତୁମ୍ଭମାନେେ ୟର୍ଦ୍ଦନ ନଦୀ ପାର ହେଉଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ସମଗ୍ର ଜଗତର ପ୍ରଭୁଙ୍କ ନିୟମ-ସିନ୍ଦୁକ ତୁମ୍ଭମାନଙ୍କ ସମ୍ମୁଖରେ ଯର୍ଦ୍ଦନକୁ ଯାଉଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ଏକ ପ୍ରମାଣ। ସମଗ୍ର ଜଗତର ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ତୁମ୍ଭମାନଙ୍କ ସମ୍ମୁଖରେ ଯର୍ଦ୍ଦନକୁ ପାର ହୋଇ ତୁମ୍ଭମାନଙ୍କ ଆଗରେ ଯାଉଅଛି, ଯେହେତୁ ତୁମ୍ଭେମାନେ ଯର୍ଦ୍ଦନ ନଦୀ ପାର ହେଉଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ସମଗ୍ର ଜଗତର ପ୍ରଭୁଙ୍କ ନିୟମ-ସିନ୍ଦୁକ ତୁମ୍ଭମାନଙ୍କ ସମ୍ମୁଖରେ ଯର୍ଦ୍ଦନକୁ ଯାଉଅଛି।
Odia IRV 2017 (ଓଡିଆ ବାଇବେଲ)
ଦେଖ, ସମଗ୍ର ଜଗତର ପ୍ରଭୁଙ୍କ ନିୟମ-ସିନ୍ଦୁକ ତୁମ୍ଭମାନଙ୍କ ସମ୍ମୁଖରେ ଯର୍ଦ୍ଦନକୁ ଯାଉଅଛି।