Joshua 3:12 — Compare Translations
5 translations compared side by side
Odia - 1840
"ବର୍ତ୍ତମାନ ତୁମ୍ଭେ ବାରଜଣ ଲୋକଙ୍କକ୍ସ୍ଟ ବାଛ। ତୁମ୍ଭମାନେେ ଇଶ୍ରାୟେଲର ବାରଜଣ ପରିବାରରକ୍ସ୍ଟ ଜଣ ଜଣ କରି ବାରଜଣଙ୍କକ୍ସ୍ଟ ବାଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ତୁମ୍ଭେମାନେ ଇସ୍ରାଏଲର ଏକ ବଂଶରୁ ଏକ ଏକ ଜଣ, ଏରୂପେ ବାର ବଂଶରୁ ବାର ଜଣ ଗ୍ରହଣ କର ।
Odia Bible ERV 2004 (ପବିତ୍ର ବାଇବଲ)
ବର୍ତ୍ତମାନ ତୁମ୍ଭେ ବାର ଜଣ ଲୋକଙ୍କୁ ବାଛ। ତୁମ୍ଭେମାନେ ଇସ୍ରାଏଲର ବାର ପରିବାରରୁ ଜଣ ଜଣ କରି ବାର ଜଣଙ୍କୁ ବାଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏନିମନ୍ତେ ତୁମ୍ଭେମାନେ ଇସ୍ରାଏଲର ଏକ ବଂଶରୁ ଏକ ଏକ ଜଣ, ଏରୂପେ ବାର ବଂଶରୁ ବାର ଜଣ ଗ୍ରହଣ କର।
Odia IRV 2017 (ଓଡିଆ ବାଇବେଲ)
ଏନିମନ୍ତେ ତୁମ୍ଭେମାନେ ଇସ୍ରାଏଲର ଏକ ବଂଶରୁ ଏକ ଏକ ଜଣ, ଏରୂପେ ବାର ବଂଶରୁ ବାର ଜଣ ଗ୍ରହଣ କର।