Joshua 3:13 — Compare Translations
5 translations compared side by side
Odia - 1840
"ଯେତବେେଳେ ଯାଜକଗଣ ସମଗ୍ର ଜଗତର ସଦାପ୍ରଭୁଙ୍କର ନିଯମ ସିନ୍ଦକ୍ସ୍ଟକ ବହନ କରି ୟର୍ଦ୍ଦନ ନଦୀ ରେ ପ୍ରବେଶ କରିବେ, ୟର୍ଦ୍ଦନର ପ୍ରବାହ ବନ୍ଦ ହାଇଯେିବ। ୟର୍ଦ୍ଦନର ପାଣିସବୁ ରୋକିବ ଓ ଗୋଟିଏ ରାଶି ହାଇେ ସ୍ଥଗିତ ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସମଗ୍ର ଜଗତର ପ୍ରଭୁ ସଦାପ୍ରଭୁଙ୍କର ସିନ୍ଦୁକ-ବାହକ ଯାଜକମାନଙ୍କ ପଦତଳ ଯର୍ଦ୍ଦନ ଜଳରେ ପ୍ରବିଷ୍ଟ ହେବାମାତ୍ର ସେହି ଯର୍ଦ୍ଦନର ଜଳ, ଅର୍ଥାତ୍, ଊର୍ଦ୍ଧ୍ଵ ସ୍ଥାନରୁ ଯେଉଁ ଜଳ ବହି ଆସୁଅଛି, ତାହା କଟା ହେବ ଓ ତାହା ଏକ ରାଶି ହୋଇ ସ୍ଥଗିତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଯାଜକଗଣ ସମଗ୍ର ଜଗତର ସଦାପ୍ରଭୁଙ୍କର ନିୟମ-ସିନ୍ଦୁକ ବହନ କରି ଯର୍ଦ୍ଦନ ନଦୀରେ ପ୍ରବେଶ କରିବେ, ଯର୍ଦ୍ଦନର ପ୍ରବାହ ବନ୍ଦ ହୋଇଯିବ। ଯର୍ଦ୍ଦନର ପାଣିସବୁ ରୋକିବ ଓ ଗୋଟିଏ ରାଶି ହୋଇ ସ୍ଥଗିତ ରହିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସମଗ୍ର ଜଗତର ପ୍ରଭୁ ସଦାପ୍ରଭୁଙ୍କର ସିନ୍ଦୁକ-ବାହକ ଯାଜକମାନଙ୍କ ପଦତଳ ଯର୍ଦ୍ଦନ ଜଳରେ ପ୍ରବିଷ୍ଟ ହେବାମାତ୍ର ସେହି ଯର୍ଦ୍ଦନର ଜଳ, ଅର୍ଥାତ୍, ଊର୍ଦ୍ଧ୍ୱସ୍ଥାନରୁ ଯେଉଁ ଜଳ ବହି ଆସୁଅଛି, ତାହା କଟା ହେବ ଓ ତାହା ଏକ ରାଶି ହୋଇ ସ୍ଥଗିତ ହେବ।”
Odia IRV 2017 (ଓଡିଆ ବାଇବେଲ)
ସମଗ୍ର ଜଗତର ପ୍ରଭୁ ସଦାପ୍ରଭୁଙ୍କର ସିନ୍ଦୁକ-ବାହକ ଯାଜକମାନଙ୍କ ପଦତଳ ଯର୍ଦ୍ଦନ ଜଳରେ ପ୍ରବିଷ୍ଟ ହେବାମାତ୍ର ସେହି ଯର୍ଦ୍ଦନର ଜଳ, ଅର୍ଥାତ୍, ଉର୍ଦ୍ଧ୍ୱ ସ୍ଥାନରୁ ଯେଉଁ ଜଳ ବହି ଆସୁଅଛି, ତାହା କଟା ହେବ ଓ ତାହା ଏକ ରାଶି ହୋଇ ସ୍ଥଗିତ ହେବ।