Joshua 3:14 — Compare Translations
5 translations compared side by side
Odia - 1840
"ଯେତବେେଳେ ଲୋକମାନେ ଛାଉଣୀ ପକାଇଥିବା ସ୍ଥାନରକ୍ସ୍ଟ ୟର୍ଦ୍ଦନ ନଦୀ ପାର ହବୋପାଇଁ ୟାତ୍ରା ଆରମ୍ଭ କଲେ, ଯାଜକମାନେ ଲୋକମାନଙ୍କ ଆଗେ ଆଗେ ନିଯମ ସିନ୍ଦକ୍ସ୍ଟକ ବହି ନେଉଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଲୋକମାନେ ଯର୍ଦ୍ଦନ ପାର ହେବା ନିମନ୍ତେ ଆପଣା ଆପଣା ତମ୍ଵୁରୁ ଯାତ୍ରା କରନ୍ତେ, ଯାଜକମାନେ ନିୟମ-ସିନ୍ଦୁକ ବହି ଲୋକମାନଙ୍କ ସମ୍ମୁଖସ୍ଥ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଲୋକମାନେ ଛାଉଣି ପକାଇଥିବା ସ୍ଥାନରୁ ଯର୍ଦ୍ଦନ ନଦୀ ପାର ହେବା ପାଇଁ ଯାତ୍ରା ଆରମ୍ଭ କଲେ, ଯାଜକମାନେ ଲୋକମାନଙ୍କ ଆଗେ ଆଗେ ନିୟମ-ସିନ୍ଦୁକ ବହି ନେଉଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଲୋକମାନେ ଯର୍ଦ୍ଦନ ପାର ହେବା ନିମନ୍ତେ ଆପଣା ଆପଣା ତମ୍ବୁରୁ ଯାତ୍ରା କରନ୍ତେ, ଯାଜକମାନେ ନିୟମ-ସିନ୍ଦୁକ ବହି ଲୋକମାନଙ୍କ ସମ୍ମୁଖସ୍ଥ ହେଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଲୋକମାନେ ଯର୍ଦ୍ଦନ ପାର ହେବା ନିମନ୍ତେ ଆପଣା ଆପଣା ତମ୍ବୁରୁ ଯାତ୍ରା କରନ୍ତେ, ଯାଜକମାନେ ନିୟମ-ସିନ୍ଦୁକ ବହି ଲୋକମାନଙ୍କ ସମ୍ମୁଖସ୍ଥ ହେଲେ।