Joshua 3:15 — Compare Translations
5 translations compared side by side
Odia - 1840
"ଯଦିଓ ଶସ୍ଯ ଅମଳ ସମୟରେ ୟର୍ଦ୍ଦନ ନଦୀ ସର୍ବଦା କୂଳ ଲଙ୍ଘନ କରୁଥାଏ, ଯାଜକମାନେ ନଦୀ ଶର୍ୟ୍ଯା ରେ ପ୍ରବେଶ କଲା ମାତ୍ ରେ ହଠାତ୍ ତା'ର ପ୍ରବାହ ବନ୍ଦ ହାଇଗେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯଦ୍ୟପି ଶସ୍ୟଚ୍ଛେଦନର ସମସ୍ତ କାଳ ଯର୍ଦ୍ଦନର ସବୁ-ତୀର ଉପରକୁ ବଢ଼ି ଉଠେ, ତଥାପି ସିନ୍ଦୁକ-ବାହକମାନେ ଯେତେବେଳେ ଯର୍ଦ୍ଦନ ସମୀପରେ ଉପସ୍ଥିତ ହେଲେ, ସେତେବେଳେ ଜଳଧାରରେ ସିନ୍ଦୁକ-ବାହକ ଯାଜକମାନଙ୍କ ପାଦ ଜଳରେ ଡୁବିବାମାତ୍ର,
Odia Bible ERV 2004 (ପବିତ୍ର ବାଇବଲ)
ଯଦିଓ ଶସ୍ୟଅମଳ ସମୟରେ ଯର୍ଦ୍ଦନ ନଦୀ ସର୍ବଦା କୂଳ ଲଙ୍ଘନ କରୁଥାଏ, ଯାଜକମାନେ ନଦୀ ଶଯ୍ୟାରେ ପ୍ରବେଶ କଲା ମାତ୍ରେ ହଠାତ୍ ତା’ର ପ୍ରବାହ ବନ୍ଦ ହୋଇଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯଦ୍ୟପି ଶସ୍ୟଚ୍ଛେଦନର ସମସ୍ତ କାଳ ଯର୍ଦ୍ଦନର ସବୁ-ତୀର ଉପରକୁ ବଢ଼ି ଉଠେ, ତଥାପି ସିନ୍ଦୁକ-ବାହକମାନେ ଯେତେବେଳେ ଯର୍ଦ୍ଦନ ସମୀପରେ ଉପସ୍ଥିତ ହେଲେ, ସେତେବେଳେ ଜଳଧାରରେ ସିନ୍ଦୁକ-ବାହକ ଯାଜକମାନଙ୍କ ପାଦ ଜଳରେ ଡୁବିବା ମାତ୍ର,
Odia IRV 2017 (ଓଡିଆ ବାଇବେଲ)
ଆଉ ଯଦ୍ୟପି ଶସ୍ୟଚ୍ଛେଦନର ସମସ୍ତ କାଳ ଯର୍ଦ୍ଦନର ସବୁ-ତୀର ଉପରକୁ ବଢ଼ି ଉଠେ, ତଥାପି ସିନ୍ଦୁକ- ବାହକମାନେ ଯେତେବେଳେ ଯର୍ଦ୍ଦନ ସମୀପରେ ଉପସ୍ଥିତ ହେଲେ, ସେତେବେଳେ ଜଳଧାରରେ ସିନ୍ଦୁକ-ବାହକ ଯାଜକମାନଙ୍କ ପାଦ ଜଳରେ ଡୁବିବା ମାତ୍ର,