Joshua 3:16 — Compare Translations

5 translations compared side by side

Odia - 1840
"ତା'ପରେ ଉପରକ୍ସ୍ଟ ବହକ୍ସ୍ଟଥିବା ଜଳ ପ୍ରବାହ ହଠାତ୍ ସର୍ତ୍ତନ ସହର ନିକଟବର୍ତ୍ତୀ ଆଦମ ପର୍ୟ୍ଯନ୍ତ ବନ୍ଦ ହାଇଗେଲା ଓ ଗୋଟିଏ ରାଶି ରେ ପରିଣତ ହାଇେ ସ୍ଥଗିତ ହେଲା। ଏବଂ ମୃତ ସମକ୍ସ୍ଟଦ୍ରକକ୍ସ୍ଟ ଯାଉଥିବା ନିମ୍ନଗାମୀ ଜଳ ସୋର୍ତ ବନ୍ଦ ହାଇଗେଲା। ଇତ୍ଯବସ ରେ ଲୋକମାନେ ଯିରୀହାେ ନିକଟରେ ୟର୍ଦ୍ଦନ ନଦୀ ପାର ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଊର୍ଦ୍ଧ୍ଵରୁ ଆଗତ ସମସ୍ତ ଜଳ ସ୍ଥଗିତ ହୋଇ ସର୍ତ୍ତନ ନିକଟବର୍ତ୍ତୀ ଆଦମ୍ ନଗରଠାରୁ ଅତି ଦୂରରେ ଏକ ରାଶି ହୋଇ ଉଠିଲାନ୍ତପୁଣି ପଦା-ଭୂମିର ସମୁଦ୍ର, ଅର୍ଥାତ୍, ଲବଣ ସମୁଦ୍ରଗାମୀ ଜଳ ସମ୍ପୂର୍ଣ୍ଣ ରୂପେ କଟା ହେଲା; ତହିଁରେ ଲୋକମାନେ ଯିରୀହୋ ସମ୍ମୁଖରେ ପାର ହୋଇଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଉପରୁ ବହୁଥିବା ଜଳ ପ୍ରବାହ ହଠାତ୍ ସର୍ତ୍ତନ ସହର ନିକଟବର୍ତ୍ତୀ ଆଦମ୍ ପର୍ଯ୍ୟନ୍ତ ବନ୍ଦ ହୋଇଗଲା ଓ ଗୋଟିଏ ରାଶିରେ ପରିଣତ ହୋଇ ସ୍ଥଗିତ ହେଲା। ଏବଂ ମୃତ ସମୁଦ୍ରକୁ ଯାଉଥିବା ନିମ୍ନଗାମୀ ଜଳସ୍ରୋତ ବନ୍ଦ ହୋଇଗଲା। ଇତ୍ୟବସରେ ଲୋକମାନେ ଯିରୀହୋ ନିକଟରେ ଯର୍ଦ୍ଦନ ନଦୀ ପାର ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଊର୍ଦ୍ଧ୍ୱରୁ ଆଗତ ସମସ୍ତ ଜଳ ସ୍ଥଗିତ ହୋଇ ସର୍ତ୍ତନ ନିକଟବର୍ତ୍ତୀ ଆଦମ ନଗରଠାରୁ ଅତି ଦୂରରେ ଏକ ରାଶି ହୋଇ ଉଠିଲା; ପୁଣି ପଦାଭୂମିର ସମୁଦ୍ର, ଅର୍ଥାତ୍‍, ଲବଣ ସମୁଦ୍ରଗାମୀ ଜଳ ସମ୍ପୂର୍ଣ୍ଣ ରୂପେ କଟା ହେଲା; ତହିଁରେ ଲୋକମାନେ ଯିରୀହୋ ସମ୍ମୁଖରେ ପାର ହୋଇଗଲେ।
Odia IRV 2017 (ଓଡିଆ ବାଇବେଲ)
ଉର୍ଦ୍ଧ୍ୱରୁ ଆଗତ ସମସ୍ତ ଜଳ ସ୍ଥଗିତ ହୋଇ ସର୍ତ୍ତନ ନିକଟବର୍ତ୍ତୀ ଆଦମ ନଗରଠାରୁ ଅତି ଦୂରରେ ଏକ ରାଶି ହୋଇ ଉଠିଲା; ପୁଣି ପଦାଭୂମିର ସମୁଦ୍ର, ଅର୍ଥାତ୍‍, ଲବଣ ସମୁଦ୍ରଗାମୀ ଜଳ ସମ୍ପୂର୍ଣ୍ଣ ରୂପେ କଟା ହେଲା; ତହିଁରେ ଲୋକମାନେ ଯିରୀହୋ ସମ୍ମୁଖରେ ପାର ହୋଇଗଲେ।