Joshua 3:17 — Compare Translations
5 translations compared side by side
Odia - 1840
"ପରମେଶ୍ବରଙ୍କ ନିଯମ ସିନ୍ଦକ୍ସ୍ଟକ ନଇେ ଯାଉଥିବା ଯାଜକଗଣ ଦୃଢ ଭାବରେ ୟର୍ଦ୍ଦନ ନଦୀର ମଝି ରେ ଅଟକି ଗଲେ, ଯେ ପର୍ୟ୍ଯନ୍ତ ଇଶ୍ରାୟେଲର ସମସ୍ତ ଲୋକ ଶକ୍ସ୍ଟଖିଲା ଭୂମିରେ ନଦୀ ପାର ହାଇେ ନାହାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକବାହକ ଯାଜକମାନେ ଯର୍ଦ୍ଦନ ମଧ୍ୟରେ ଶୁଷ୍କ ଭୂମିରେ ସ୍ଥିର ରୂପେ ସ୍ଥଗିତ ରହିଲେ; ତହିଁରେ ସମୁଦାୟ ଇସ୍ରାଏଲ ଗୋଷ୍ଠୀ ନିଃଶେଷ ରୂପେ ଯର୍ଦ୍ଦନ ପାର ହେବାଯାଏ ସମସ୍ତେ ଶୁଷ୍କ ଭୂମି ଦେଇ ପାର ହୋଇଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ନେଇ ଯାଉଥିବା ଯାଜକଗଣ ଦୃଢ଼ ଭାବରେ ଯର୍ଦ୍ଦନ ନଦୀର ମଝିରେ ଅଟକି ଗଲେ, ଯେପର୍ଯ୍ୟନ୍ତ ଇସ୍ରାଏଲର ସମସ୍ତ ଲୋକ ଶୁଖିଲା ଭୂମିରେ ନଦୀ ପାର ହୋଇ ନାହାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକବାହକ ଯାଜକମାନେ ଯର୍ଦ୍ଦନ ମଧ୍ୟରେ ଶୁଷ୍କ ଭୂମିରେ ସ୍ଥିର ରୂପେ ସ୍ଥଗିତ ରହିଲେ; ତହିଁରେ ସମୁଦାୟ ଇସ୍ରାଏଲ ଗୋଷ୍ଠୀ ନିଃଶେଷ ରୂପେ ଯର୍ଦ୍ଦନ ପାର ହେବା ଯାଏ ସମସ୍ତେ ଶୁଷ୍କ ଭୂମି ଦେଇ ପାର ହୋଇଗଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକବାହକ ଯାଜକମାନେ ଯର୍ଦ୍ଦନ ମଧ୍ୟରେ ଶୁଷ୍କ ଭୂମିରେ ସ୍ଥିର ରୂପେ ସ୍ଥଗିତ ରହିଲେ; ତହିଁରେ ସମୁଦାୟ ଇସ୍ରାଏଲ ଗୋଷ୍ଠୀ ନିଃଶେଷ ରୂପେ ଯର୍ଦ୍ଦନ ପାର ହେବାଯାଏ ସମସ୍ତେ ଶୁଷ୍କ ଭୂମି ଦେଇ ପାର ହୋଇଗଲେ।