Joshua 3:2 — Compare Translations
5 translations compared side by side
Odia - 1840
"ତିନିଦିନ ପରେ ଅଧ୍ଯକ୍ଷମାନେ ଛାଉଣୀ ମଧ୍ଯ ଦଇେ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ତିନି ଦିନ ଉତ୍ତାରେ ଅଧ୍ୟକ୍ଷମାନେ ଛାଉଣି ମଧ୍ୟଦେଇ ଗଲେ;
Odia Bible ERV 2004 (ପବିତ୍ର ବାଇବଲ)
ତିନି ଦିନ ପରେ ଅଧ୍ୟକ୍ଷମାନେ ଛାଉଣି ମଧ୍ୟଦେଇ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ତିନି ଦିନ ଉତ୍ତାରେ ଅଧ୍ୟକ୍ଷମାନେ ଛାଉଣି ମଧ୍ୟଦେଇ ଗଲେ;
Odia IRV 2017 (ଓଡିଆ ବାଇବେଲ)
ତହୁଁ ତିନି ଦିନ ଉତ୍ତାରେ ଅଧ୍ୟକ୍ଷମାନେ ଛାଉଣି ମଧ୍ୟଦେଇ ଗଲେ;