Joshua 3:4 — Compare Translations

5 translations compared side by side

Odia - 1840
"କିନ୍ତୁ ତୁମ୍ଭମାନେେ ନିଶ୍ଚିତ ସମାନଙ୍କେର ଅଧିକ ନିକଟବର୍ତ୍ତୀ ହବେନାହିଁ। ତାଙ୍କ ପଛ ରେ 2,000 ହାତ ପର୍ୟ୍ଯନ୍ତ ତକ୍ସ୍ଟମ୍ଭ ଓ ନିଯମ ସିନ୍ଦକ୍ସ୍ଟକ ମଧିଅରେ ବ୍ଯବଧାନ ରେ ରହିବ। ତୁମ୍ଭେ ଏ ବାଟ ଦଇେ ଆଗରକ୍ସ୍ଟ ୟାଇନାହିଁ। କିନ୍ତୁ ଯଦି ତୁମ୍ଭେ ସମାନଙ୍କେୁ ଅନକ୍ସ୍ଟସରଣ କର, ତବେେ ତୁମ୍ଭମାନେେ ଜାଣିପାରିବ ଯେ, ତୁମ୍ଭମାନେେ କେଉଁ ରାସ୍ତା ରେ ୟିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ପରିମାଣାନୁସାରେ ତୁମ୍ଭମାନଙ୍କର ଓ ତାହାର ମଧ୍ୟରେ ପ୍ରାୟ ଦୁଇ ହଜାର ହାତ ଅନ୍ତର ରହିବ; ତୁମ୍ଭେମାନେ ଆପଣାମାନଙ୍କ ଗମନର ପଥ ଜାଣିବା ନିମନ୍ତେ ତାହା ନିକଟକୁ ଆସିବ ନାହିଁ, କାରଣ ଏଥିପୂର୍ବେ ତୁମ୍ଭେମାନେ ଏହି ପଥ ପାର ହୋଇ ଯାଇ ନାହଁ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତୁମ୍ଭେମାନେ ନିଶ୍ଚିତ ସେମାନଙ୍କର ଅଧିକ ନିକଟବର୍ତ୍ତୀ ହେବ ନାହିଁ। ତାଙ୍କ ପଛରେ 2000 ହାତ ପର୍ଯ୍ୟନ୍ତ ତୁମ୍ଭ ଓ ନିୟମ-ସିନ୍ଦୁକ ମଧ୍ୟରେ ବ୍ୟବଧାନରେ ରହିବ। ତୁମ୍ଭେ ଏ ବାଟ ଦେଇ ଆଗରୁ ଯାଇ ନାହଁ। କିନ୍ତୁ ଯଦି ତୁମ୍ଭେ ସେମାନଙ୍କୁ ଅନୁସରଣ କର, ତେବେ ତୁମ୍ଭେମାନେ ଜାଣି ପାରିବ ଯେ, ତୁମ୍ଭେମାନେ କେଉଁ ରାସ୍ତାରେ ଯିବା ଉଚିତ୍।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ପରିମାଣାନୁସାରେ ତୁମ୍ଭମାନଙ୍କର ଓ ତାହାର ମଧ୍ୟରେ ପ୍ରାୟ ଦୁଇ ହଜାର ହାତ ଅନ୍ତର ରହିବ; ତୁମ୍ଭେମାନେ ଆପଣାମାନଙ୍କ ଗମନର ପଥ ଜାଣିବା ନିମନ୍ତେ ତାହା ନିକଟକୁ ଆସିବ ନାହିଁ, କାରଣ ଏଥିପୂର୍ବେ ତୁମ୍ଭେମାନେ ଏହି ପଥ ପାର ହୋଇଯାଇ ନାହଁ।”
Odia IRV 2017 (ଓଡିଆ ବାଇବେଲ)
ତଥାପି ପରିମାଣାନୁସାରେ ତୁମ୍ଭମାନଙ୍କର ଓ ତାହାର ମଧ୍ୟରେ ପ୍ରାୟ ଦୁଇ ହଜାର ହାତ ଅନ୍ତର ରହିବ; ତୁମ୍ଭେମାନେ ଆପଣାମାନଙ୍କ ଗମନର ପଥ ଜାଣିବା ନିମନ୍ତେ ତାହା ନିକଟକୁ ଆସିବ ନାହିଁ, କାରଣ ଏଥିପୂର୍ବେ ତୁମ୍ଭେମାନେ ଏହି ପଥ ପାର ହୋଇ ଯାଇ ନାହଁ।