Joshua 3:5 — Compare Translations
5 translations compared side by side
Odia - 1840
"ତା'ପରେ ୟିହୋଶୂଯ ତାଙ୍କର ଲୋକମାନଙ୍କୁ କହିଲେ, ତୁମ୍ଭମାନେେ ନିଜକକ୍ସ୍ଟ ପବିତ୍ର କର। ଆସନ୍ତା କାଲି ସଦାପ୍ରଭୁ ତୁମ୍ଭମାନଙ୍କ ଆଗ ରେ ଆଶ୍ଚର୍ୟ୍ଯ କାର୍ୟ୍ଯ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିଉତ୍ତାରେ ଯିହୋଶୂୟ ଲୋକମାନଙ୍କୁ କହିଲେ, ତୁମ୍ଭେମାନେ ଆପଣା ଆପଣାକୁ ପବିତ୍ର କର, କାରଣ କାଲି ସଦାପ୍ରଭୁ ତୁମ୍ଭମାନଙ୍କ ମଧ୍ୟରେ ଆଶ୍ଚର୍ଯ୍ୟକ୍ରିୟା କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯିହୋଶୂୟ ତାଙ୍କର ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ନିଜକୁ ପବିତ୍ର କର। ଆସନ୍ତା କାଲି ସଦାପ୍ରଭୁ ତୁମ୍ଭମାନଙ୍କ ଆଗରେ ଆଶ୍ଚର୍ଯ୍ୟ କାର୍ଯ୍ୟ କରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯିହୋଶୂୟ ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣା ଆପଣାକୁ ପବିତ୍ର କର, କାରଣ କାଲି ସଦାପ୍ରଭୁ ତୁମ୍ଭମାନଙ୍କ ମଧ୍ୟରେ ଆଶ୍ଚର୍ଯ୍ୟକ୍ରିୟା କରିବେ।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯିହୋଶୂୟ ଲୋକମାନଙ୍କୁ କହିଲେ, ତୁମ୍ଭେମାନେ ଆପଣା ଆପଣାକୁ ପବିତ୍ର କର, କାରଣ କାଲି ସଦାପ୍ରଭୁ ତୁମ୍ଭମାନଙ୍କ ମଧ୍ୟରେ ଆଶ୍ଚର୍ଯ୍ୟକ୍ରିୟା କରିବେ।