Joshua 3:6 — Compare Translations

5 translations compared side by side

Odia - 1840
"ତା'ପରେ ୟିହୋଶୂଯ ଯାଜକମାନଙ୍କୁ କହିଲେ, ନିଯମ ସିନ୍ଦକ୍ସ୍ଟକ ଉଠାଅ ଏବଂ ଲୋକମାନଙ୍କର ସମ୍ମକ୍ସ୍ଟଖ ରେ ନଦୀ ମଧିଅରେ ଏହା ବହି ନିଅ। ତେଣୁ ଯାଜକମାନେ ନିଯମ ସିନ୍ଦକ୍ସ୍ଟକ ବହନ କରି ଲୋକମାନଙ୍କର ଆଗେ ଆଗେ ଚାଲିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯିହୋଶୂୟ ଯାଜକମାନଙ୍କୁ କହିଲେ, ନିୟମ-ସିନ୍ଦୁକ ଘେନି ଲୋକମାନଙ୍କ ଆଗେ ଆଗେ ଗମନ କର । ତହିଁରେ ସେମାନେ ନିୟମ-ସିନ୍ଦୁକ ଘେନି ଲୋକମାନଙ୍କ ଆଗେ ଆଗେ ଗମନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯିହୋଶୂୟ ଯାଜକମାନଙ୍କୁ କହିଲେ, “ନିୟମ-ସିନ୍ଦୁକ ଉଠାଅ ଏବଂ ଲୋକମାନଙ୍କର ସମ୍ମୁଖରେ ନଦୀ ମଧ୍ୟରେ ଏହା ବହି ନିଅ।” ତେଣୁ ଯାଜକମାନେ ନିୟମ-ସିନ୍ଦୁକ ବହନ କରି ଲୋକମାନଙ୍କର ଆଗେ ଆଗେ ଗ୍ଭଲିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଯିହୋଶୂୟ ଯାଜକମାନଙ୍କୁ କହିଲେ, “ନିୟମ-ସିନ୍ଦୁକ ଘେନି ଲୋକମାନଙ୍କ ଆଗେ ଆଗେ ଗମନ କର।” ତହିଁରେ ସେମାନେ ନିୟମ-ସିନ୍ଦୁକ ଘେନି ଲୋକମାନଙ୍କ ଆଗେ ଆଗେ ଗମନ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଯିହୋଶୂୟ ଯାଜକମାନଙ୍କୁ କହିଲେ, ନିୟମ-ସିନ୍ଦୁକ ଘେନି ଲୋକମାନଙ୍କ ଆଗେ ଆଗେ ଗମନ କର। ତହିଁରେ ସେମାନେ ନିୟମ-ସିନ୍ଦୁକ ଘେନି ଲୋକମାନଙ୍କ ଆଗେ ଆଗେ ଗମନ କଲେ।