Joshua 3:7 — Compare Translations
5 translations compared side by side
Odia - 1840
"ତା'ପରେ ସଦାପ୍ରଭୁ ଯିହାଶୂେୟଙ୍କକ୍ସ୍ଟ କହିଲେ, ଆଜି ମୁ ତୁମ୍ଭକୁ ସମକ୍ସ୍ଟଦାଯ ଇଶ୍ରାୟେଲ ସମ୍ମକ୍ସ୍ଟଖ ରେ ତୁମ୍ଭକୁ ସମ୍ଭ୍ରାନ୍ତ କରିବାକୁ ଆରମ୍ଭ କରିବି। ଏଥି ରେ ଲୋକମାନେ ଜାଣିବେ ଯେ ମୁ ଯେପରି ମାଶାଙ୍କେ ସହିତ ଥିଲି, ତକ୍ସ୍ଟମ୍ଭ ସହିତ ସହେିପରି ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ଆମ୍ଭେ ଆଜି ଦିନ ସମୁଦାୟ ଇସ୍ରାଏଲଙ୍କ ସାକ୍ଷାତରେ ତୁମ୍ଭକୁ ସମ୍ଭ୍ରାନ୍ତ କରିବାକୁ ଆରମ୍ଭ କରିବା, ତହିଁରେ ଆମ୍ଭେ ଯେପରି ମୋଶା ସଙ୍ଗରେ ଥିଲୁ, ସେହିପରି ତୁମ୍ଭ ସଙ୍ଗରେ ହେବା, ଏହା ସେମାନେ ଜ୍ଞାତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ଆଜି ମୁଁ ତୁମ୍ଭକୁ ସମୁଦାୟ ଇସ୍ରାଏଲ ସମ୍ମୁଖରେ ତୁମ୍ଭକୁ ସମ୍ଭ୍ରାନ୍ତ କରିବାକୁ ଆରମ୍ଭ କରିବି। ଏଥିରେ ଲୋକମାନେ ଜାଣିବେ ଯେ ମୁଁ ଯେପରି ମୋଶାଙ୍କ ସହିତ ଥିଲି, ତୁମ୍ଭ ସହିତ ସେହିପରି ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ଆମ୍ଭେ ଆଜି ଦିନ ସମୁଦାୟ ଇସ୍ରାଏଲଙ୍କ ସାକ୍ଷାତରେ ତୁମ୍ଭକୁ ସମ୍ଭ୍ରାନ୍ତ କରିବାକୁ ଆରମ୍ଭ କରିବା, ତହିଁରେ ଆମ୍ଭେ ଯେପରି ମୋଶା ସଙ୍ଗରେ ଥିଲୁ, ସେହିପରି ତୁମ୍ଭ ସଙ୍ଗରେ ହେବା, ଏହା ସେମାନେ ଜ୍ଞାତ ହେବେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ଆମ୍ଭେ ଆଜି ଦିନ ସମୁଦାୟ ଇସ୍ରାଏଲଙ୍କ ସାକ୍ଷାତରେ ତୁମ୍ଭକୁ ସମ୍ଭ୍ରାନ୍ତ କରିବାକୁ ଆରମ୍ଭ କରିବା, ତହିଁରେ ଆମ୍ଭେ ଯେପରି ମୋଶା ସଙ୍ଗରେ ଥିଲୁ, ସେହିପରି ତୁମ୍ଭ ସଙ୍ଗରେ ହେବା, ଏହା ସେମାନେ ଜ୍ଞାତ ହେବେ।