Joshua 3:8 — Compare Translations
5 translations compared side by side
Odia - 1840
"ନିଯମ ସିନ୍ଦକ୍ସ୍ଟକ ବାହକ ଯାଜକମାନଙ୍କୁ କକ୍ସ୍ଟହ, 'ପାଣି ରେ ପଶିବା ପୂର୍ବରକ୍ସ୍ଟ ୟର୍ଦ୍ଦନ ନଦୀ କୂଳ ରେ ଠିଆ ହାଇେ ରକ୍ସ୍ଟହ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ତୁମ୍ଭେ ନିୟମ-ସିନ୍ଦୁକବାହକ ଯାଜକମାନଙ୍କୁ ଆଜ୍ଞା ଦେଇ କୁହ, ତୁମ୍ଭେମାନେ ଯର୍ଦ୍ଦନ ଜଳଧାରରେ ଉପସ୍ଥିତ ହେଲେ, ସେଠାରେ ଯର୍ଦ୍ଦନ ତୀରରେ ଠିଆ ହୋଇ ରହିବ ।
Odia Bible ERV 2004 (ପବିତ୍ର ବାଇବଲ)
ନିୟମ-ସିନ୍ଦୁକ ବାହକ ଯାଜକମାନଙ୍କୁ କୁହ, ‘ପାଣିରେ ପଶିବା ପୂର୍ବରୁ ଯର୍ଦ୍ଦନ ନଦୀ କୂଳରେ ଠିଆ ହୋଇ ରୁହ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏନିମନ୍ତେ ତୁମ୍ଭେ ନିୟମ-ସିନ୍ଦୁକବାହକ ଯାଜକମାନଙ୍କୁ ଆଜ୍ଞା ଦେଇ କୁହ, ‘ତୁମ୍ଭେମାନେ ଯର୍ଦ୍ଦନ ଜଳଧାରରେ ଉପସ୍ଥିତ ହେଲେ, ସେଠାରେ ଯର୍ଦ୍ଦନ ତୀରରେ ଠିଆ ହୋଇ ରହିବ।’”
Odia IRV 2017 (ଓଡିଆ ବାଇବେଲ)
ଏନିମନ୍ତେ ତୁମ୍ଭେ ନିୟମ-ସିନ୍ଦୁକବାହକ ଯାଜକମାନଙ୍କୁ ଆଜ୍ଞା ଦେଇ କୁହ, ତୁମ୍ଭେମାନେ ଯର୍ଦ୍ଦନ ଜଳଧାରରେ ଉପସ୍ଥିତ ହେଲେ, ସେଠାରେ ଯର୍ଦ୍ଦନ ତୀରରେ ଠିଆ ହୋଇ ରହିବ।