Joshua 3:9 — Compare Translations
5 translations compared side by side
Odia - 1840
"ତା'ପରେ ୟିହୋଶୂଯ ଇଶ୍ରାୟେଲର ଲୋକମାନଙ୍କୁ କହିଲେ, ଏହିଠାକକ୍ସ୍ଟ ଆସ ଓ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କର କଥାମାନ ଶକ୍ସ୍ଟଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯିହୋଶୂୟ ଇସ୍ରାଏଲ-ସନ୍ତାନଗଣକୁ କହିଲେ, ତୁମ୍ଭେମାନେ ଏସ୍ଥାନକୁ ଆସି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ବାକ୍ୟ ଶୁଣ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯିହୋଶୂୟ ଇସ୍ରାଏଲର ଲୋକମାନଙ୍କୁ କହିଲେ, “ଏହିଠାକୁ ଆସ ଓ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କର କଥାମାନ ଶୁଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯିହୋଶୂୟ ଇସ୍ରାଏଲ-ସନ୍ତାନଗଣକୁ କହିଲେ, “ତୁମ୍ଭେମାନେ ଏହି ସ୍ଥାନକୁ ଆସି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ବାକ୍ୟ ଶୁଣ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯିହୋଶୂୟ ଇସ୍ରାଏଲ ସନ୍ତାନଗଣକୁ କହିଲେ, ତୁମ୍ଭେମାନେ ଏହି ସ୍ଥାନକୁ ଆସି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ବାକ୍ୟ ଶୁଣ।
Recommended Reading