Joshua 4:10 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ୟିହୋଶୂଯଙ୍କକ୍ସ୍ଟ ନିର୍ଦ୍ଦେଶ କରିଥିଲେ, ଲୋକମାନଙ୍କୁ କହିବା ପାଇଁ, ଯାହା ମାଶାେ ଯିହାଶୂେୟାଙ୍କକ୍ସ୍ଟ କହିଥିଲେ। ତେଣୁ ଯାଜକମାନେ ଯେଉଁମାନେ ସଦାପ୍ରଭୁଙ୍କର ସିନ୍ଦକ୍ସ୍ଟକ ବହକ୍ସ୍ଟଥିଲେ, ସମାନେେ ସହେି ନଦୀ ଶର୍ୟ୍ଯା ରେ ଠିଆ ହାଇେ ରହିଲେ, ସମସ୍ତ ଇଶ୍ରାୟେଲ ଲୋକମାନେ ନଦୀ ପାର ନ ହବୋ ପର୍ୟ୍ଯନ୍ତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯିହୋଶୂୟଙ୍କ ପ୍ରତି ମୋଶାଙ୍କର ଆଦେଶାନୁସାରେ ଯେସମସ୍ତ କଥା ଲୋକମାନଙ୍କୁ କହିବା ପାଇଁ ସଦାପ୍ରଭୁ ଯିହୋଶୂୟଙ୍କୁ ଆଜ୍ଞା ଦେଇଥିଲେ, ସେସବୁର ସମାପ୍ତି ପର୍ଯ୍ୟନ୍ତ ସିନ୍ଦୁକବାହକ ଯାଜକଗଣ ଯର୍ଦ୍ଦନ ମଧ୍ୟରେ ସ୍ଥଗିତ ହୋଇ ରହିଲେ, ଆଉ ଲୋକମାନେ ଶୀଘ୍ର ପାର ହୋଇଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଯିହୋଶୂୟଙ୍କୁ ନିର୍ଦ୍ଦେଶ କରିଥିଲେ, ଲୋକମାନଙ୍କୁ କହିବା ପାଇଁ, ଯାହା ମୋଶା ଯିହୋଶୂୟଙ୍କୁ କହିଥିଲେ। ତେଣୁ ଯାଜକମାନେ ଯେଉଁମାନେ ସଦାପ୍ରଭୁଙ୍କର ସିନ୍ଦୁକ ବହୁଥିଲେ, ସମସ୍ତ ଇସ୍ରାଏଲ ଲୋକମାନେ ନଦୀ ପାର ନ ହେବା ପର୍ଯ୍ୟନ୍ତ, ସେମାନେ ସେହି ନଦୀ ଶଯ୍ୟାରେ ଠିଆ ହୋଇ ରହିଲେ ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଯିହୋଶୂୟଙ୍କ ପ୍ରତି ମୋଶାଙ୍କର ଆଦେଶାନୁସାରେ ଯେସମସ୍ତ କଥା ଲୋକମାନଙ୍କୁ କହିବା ପାଇଁ ସଦାପ୍ରଭୁ ଯିହୋଶୂୟଙ୍କୁ ଆଜ୍ଞା ଦେଇଥିଲେ, ସେସବୁର ସମାପ୍ତି ପର୍ଯ୍ୟନ୍ତ ସିନ୍ଦୁକ-ବାହକ ଯାଜକଗଣ ଯର୍ଦ୍ଦନ ମଧ୍ୟରେ ସ୍ଥଗିତ ହୋଇ ରହିଲେ, ଆଉ ଲୋକମାନେ ଶୀଘ୍ର ପାର ହୋଇଗଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଯିହୋଶୂୟଙ୍କ ପ୍ରତି ମୋଶାଙ୍କର ଆଦେଶାନୁସାରେ ଯେସମସ୍ତ କଥା ଲୋକମାନଙ୍କୁ କହିବା ପାଇଁ ସଦାପ୍ରଭୁ ଯିହୋଶୂୟଙ୍କୁ ଆଜ୍ଞା ଦେଇଥିଲେ, ସେସବୁର ସମାପ୍ତି ପର୍ଯ୍ୟନ୍ତ ସିନ୍ଦୁକବାହକ ଯାଜକଗଣ ଯର୍ଦ୍ଦନ ମଧ୍ୟରେ ସ୍ଥଗିତ ହୋଇ ରହିଲେ, ଆଉ ଲୋକମାନେ ଶୀଘ୍ର ପାର ହୋଇଗଲେ।