Joshua 4:11 — Compare Translations

5 translations compared side by side

Odia - 1840
"ଯେତବେେଳେ ସମସ୍ତ ଲୋକମାନେ ନଦୀ ପାର ହାଇଗେଲେ, ଏହାପରେ ଯାଜକଗଣ ସଦାପ୍ରଭୁଙ୍କର ପବିତ୍ର ନିଯମ ସିନ୍ଦକ୍ସ୍ଟକ ଧରି ୟର୍ଦ୍ଦନ ନଦୀ ପାର ହାଇଗେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ସମସ୍ତ ଲୋକ ନିଃଶେଷ ରୂପେ ପାର ହେଲା ଉତ୍ତାରେ ସଦାପ୍ରଭୁଙ୍କ ସିନ୍ଦୁକ ଓ ଯାଜକଗଣ ଲୋକମାନଙ୍କ ସମ୍ମୁଖରେ ପାର ହୋଇଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ସମସ୍ତ ଲୋକମାନେ ନଦୀ ପାର ହୋଇଗଲେ, ଏହା ପରେ ଯାଜକଗଣ ସଦାପ୍ରଭୁଙ୍କର ପବିତ୍ର ନିୟମ-ସିନ୍ଦୁକ ଧରି ଯର୍ଦ୍ଦନ ନଦୀ ପାର ହୋଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ସମସ୍ତ ଲୋକ ସମ୍ପୂର୍ଣ୍ଣ ରୂପେ ପାର ହେଲା ଉତ୍ତାରେ ସଦାପ୍ରଭୁଙ୍କ ସିନ୍ଦୁକ ଓ ଯାଜକଗଣ ଲୋକମାନଙ୍କ ସମ୍ମୁଖରେ ପାର ହୋଇଗଲେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ସମସ୍ତ ଲୋକ ସମ୍ପୂର୍ଣ୍ଣ ରୂପେ ପାର ହେଲା ଉତ୍ତାରେ ସଦାପ୍ରଭୁଙ୍କ ସିନ୍ଦୁକ ଓ ଯାଜକଗଣ ଲୋକମାନଙ୍କ ସମ୍ମୁଖରେ ପାର ହୋଇଗଲେ।