Joshua 4:12 — Compare Translations
5 translations compared side by side
Odia - 1840
"ରୂବନ୍େ ଗୋଷ୍ଠୀର ମନକ୍ସ୍ଟଷ୍ଯମାନେ, ଗାଦ ଗୋଷ୍ଠୀର ମନକ୍ସ୍ଟଷ୍ଯମାନେ ଓ ମନଃଶିର ଅର୍ଦ୍ଧକେ ଗୋଷ୍ଠୀଗଣ, ୟକ୍ସ୍ଟଦ୍ଧାସ୍ତ୍ର ରେ ସଜ୍ଜିତ ଓ ୟକ୍ସ୍ଟଦ୍ଧ ପାଇଁ ହାଇେ ଇଶ୍ରାୟେଲୀୟମାନଙ୍କ ଆଗ ରେ ନଦୀ ପାର ହାଇଗେଲେ, ଠିକ୍ ମାଶାେ ଯେପରି ସମାନଙ୍କେୁ କହିଲେ ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସମୟରେ ରୁବେନର ସନ୍ତାନଗଣ ଓ ଗାଦ୍ର ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ-ବଂଶ, ଆପଣାମାନଙ୍କ ପ୍ରତି ମୋଶାଙ୍କର ବାକ୍ୟାନୁସାରେ ସସଜ୍ଜ ହୋଇ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରେ ପାର ହୋଇଗଲେ;
Odia Bible ERV 2004 (ପବିତ୍ର ବାଇବଲ)
ରୁବେନ୍ ଗୋଷ୍ଠୀର ମନୁଷ୍ୟମାନେ, ଗାଦ୍ ଗୋଷ୍ଠୀର ମନୁଷ୍ୟମାନେ ଓ ମନଃଶିର ଅର୍ଦ୍ଧେକ ଗୋଷ୍ଠୀଗଣ, ଯୁଦ୍ଧାସ୍ତ୍ରରେ ସଜ୍ଜିତ ଓ ଯୁଦ୍ଧ ପାଇଁ ପ୍ରସ୍ତୁତ ହୋଇ ଇସ୍ରାଏଲୀୟମାନଙ୍କ ଆଗରେ ନଦୀ ପାର ହୋଇଗଲେ, ଠିକ୍ ମୋଶା ଯେପରି ସେମାନଙ୍କୁ କହିଲେ ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେସମୟରେ ରୁବେନ୍ର ସନ୍ତାନଗଣ ଓ ଗାଦ୍ର ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ, ଆପଣାମାନଙ୍କ ପ୍ରତି ମୋଶାଙ୍କର ବାକ୍ୟାନୁସାରେ ସସଜ୍ଜ ହୋଇ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରେ ପାର ହୋଇଗଲେ;
Odia IRV 2017 (ଓଡିଆ ବାଇବେଲ)
ସେସମୟରେ ରୁବେନ୍ର ସନ୍ତାନଗଣ ଓ ଗାଦ୍ର ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ, ଆପଣାମାନଙ୍କ ପ୍ରତି ମୋଶାଙ୍କର ବାକ୍ୟାନୁସାରେ ସସଜ୍ଜ ହୋଇ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରେ ପାର ହୋଇଗଲେ;