Joshua 4:13 — Compare Translations
5 translations compared side by side
Odia - 1840
"ପ୍ରାଯ 40,000 ସୈନ୍ଯ ୟକ୍ସ୍ଟଦ୍ଧକରିବା ପାଇଁ ପ୍ରସ୍ତକ୍ସ୍ଟତ ହାଇେ ସଦାପ୍ରଭୁଙ୍କ ସମ୍ମକ୍ସ୍ଟଖ ରେ ପାର ହାଇେ ଯିରୀହାେ ପଦାକକ୍ସ୍ଟ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୁଦ୍ଧ ନିମନ୍ତେ ପ୍ରସ୍ତୁତ ପ୍ରାୟ ଚାଳିଶ ସହସ୍ର ଲୋକ ଯୁଦ୍ଧ କରିବା ପାଇଁ ସଦାପ୍ରଭୁଙ୍କ ସମ୍ମୁଖରେ ପାର ହୋଇ ଯିରୀହୋ-ପଦାକୁ ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରାୟ 40,000 ସୈନ୍ୟ ଯୁଦ୍ଧ କରିବା ପାଇଁ ପ୍ରସ୍ତୁତ ହୋଇ ସଦାପ୍ରଭୁଙ୍କ ସମ୍ମୁଖରେ ପାର ହୋଇ ଯିରୀହୋ ପଦାକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୁଦ୍ଧ ନିମନ୍ତେ ପ୍ରସ୍ତୁତ ପ୍ରାୟ ଚାଳିଶ ସହସ୍ର ଲୋକ ଯୁଦ୍ଧ କରିବା ପାଇଁ ସଦାପ୍ରଭୁଙ୍କ ସମ୍ମୁଖରେ ପାର ହୋଇ ଯିରୀହୋ-ପଦାକୁ ଗଲେ।
Odia IRV 2017 (ଓଡିଆ ବାଇବେଲ)
ଯୁଦ୍ଧ ନିମନ୍ତେ ପ୍ରସ୍ତୁତ ପ୍ରାୟ ଚାଳିଶ ସହସ୍ର ଲୋକ ଯୁଦ୍ଧ କରିବା ପାଇଁ ସଦାପ୍ରଭୁଙ୍କ ସମ୍ମୁଖରେ ପାର ହୋଇ ଯିରୀହୋ-ପଦାକୁ ଗଲେ।