Joshua 4:14 — Compare Translations
5 translations compared side by side
Odia - 1840
"ସହେିଦିନ ସଦାପ୍ରଭୁ ଇଶ୍ରାୟେଲର ଲୋକମାନଙ୍କୁ ଆଗ ରେ ଯିହାଶୂେୟଙ୍କକ୍ସ୍ଟ ସମ୍ଭ୍ରାନ୍ତ କଲେ। ତହିଁରେ ଲୋକମାନେ ମାଶାଙ୍କେକ୍ସ୍ଟ ଯେପରି ଭୟ କରୁଥିଲେ, ସମ୍ମାନ କରୁଥିଲେ, ସହେିପରି ତାଙ୍କର ଜୀବନସାରା ତାଙ୍କୁ ଭୟ ଓ ସମ୍ମାନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଦିନ ସଦାପ୍ରଭୁ ସମସ୍ତ ଇସ୍ରାଏଲ ସାକ୍ଷାତରେ ଯିହୋଶୂୟଙ୍କୁ ସମ୍ଭ୍ରାନ୍ତ କଲେ; ତହିଁରେ ଲୋକମାନେ ଯେପରି ମୋଶାଙ୍କୁ ଭୟ କରିଥିଲେ, ସେପରି ତାଙ୍କର ଯାବଜ୍ଜୀବନ ତାଙ୍କୁ ଭୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦିନ ସଦାପ୍ରଭୁ ଇସ୍ରାଏଲର ଲୋକମାନଙ୍କ ଆଗରେ ଯିହୋଶୂୟଙ୍କୁ ସମ୍ଭ୍ରାନ୍ତ କଲେ। ତହିଁରେ ଲୋକମାନେ ମୋଶାଙ୍କୁ ଯେପରି ଭୟ କରୁଥିଲେ, ସମ୍ମାନ କରୁଥିଲେ, ସେହିପରି ତାଙ୍କର ଜୀବନସାରା ତାଙ୍କୁ ଭୟ ଓ ସମ୍ମାନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଦିନ ସଦାପ୍ରଭୁ ସମସ୍ତ ଇସ୍ରାଏଲ ସାକ୍ଷାତରେ ଯିହୋଶୂୟଙ୍କୁ ସମ୍ଭ୍ରାନ୍ତ କଲେ; ତହିଁରେ ଲୋକମାନେ ଯେପରି ମୋଶାଙ୍କୁ ଭୟ କରିଥିଲେ, ସେପରି ତାଙ୍କର ଯାବଜ୍ଜୀବନ ତାଙ୍କୁ ଭୟ କଲେ।
Odia IRV 2017 (ଓଡିଆ ବାଇବେଲ)
ସେଦିନ ସଦାପ୍ରଭୁ ସମସ୍ତ ଇସ୍ରାଏଲ ସାକ୍ଷାତରେ ଯିହୋଶୂୟଙ୍କୁ ସମ୍ଭ୍ରାନ୍ତ କଲେ; ତହିଁରେ ଲୋକମାନେ ଯେପରି ମୋଶାଙ୍କୁ ଭୟ କରିଥିଲେ, ସେପରି ତାଙ୍କର ଯାବଜ୍ଜୀବନ ତାଙ୍କୁ ଭୟ କଲେ।