Joshua 4:16 — Compare Translations
5 translations compared side by side
Odia - 1840
"ତୁମ୍ଭେ ଯାଜକମାନଙ୍କୁ ନିର୍ଦ୍ଦେଶ ଦିଅ ୟର୍ଦ୍ଦନ ନଦୀ ମଧ୍ଯରକ୍ସ୍ଟ ବାହାରକକ୍ସ୍ଟ ଆସିବା ପାଇଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସାକ୍ଷ୍ୟସିନ୍ଦୁକବାହୀ ଯାଜକମାନଙ୍କୁ ଯର୍ଦ୍ଦନରୁ ଉଠି ଆସିବାକୁ ଆଜ୍ଞା ଦିଅ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ଯାଜକମାନଙ୍କୁ ନିର୍ଦ୍ଦେଶ ଦିଅ ଯର୍ଦ୍ଦନ ନଦୀ ମଧ୍ୟରୁ ବାହାରକୁ ଆସିବା ପାଇଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ସାକ୍ଷ୍ୟ-ସିନ୍ଦୁକବାହୀ ଯାଜକମାନଙ୍କୁ ଯର୍ଦ୍ଦନରୁ ଉଠି ଆସିବାକୁ ଆଜ୍ଞା ଦିଅ।”
Odia IRV 2017 (ଓଡିଆ ବାଇବେଲ)
ସାକ୍ଷ୍ୟ-ସିନ୍ଦୁକବାହୀ ଯାଜକମାନଙ୍କୁ ଯର୍ଦ୍ଦନରୁ ଉଠି ଆସିବାକୁ ଆଜ୍ଞା ଦିଅ।