Joshua 4:17 — Compare Translations

5 translations compared side by side

Odia - 1840
"ତେଣୁ ଯିହାଶୂେୟ ନିର୍ଦ୍ଦେଶ ଦେଲେ ଯାଜକମାନଙ୍କୁ, ସେ କହିଲେ, ୟର୍ଦ୍ଦନ ନଦୀରକ୍ସ୍ଟ ବାହାରକକ୍ସ୍ଟ ଆସ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଯିହୋଶୂୟ ଯାଜକମାନଙ୍କୁ ଆଜ୍ଞା ଦେଇ କହିଲେ, ତୁମ୍ଭେମାନେ ଯର୍ଦ୍ଦନରୁ ଉଠି ଆସ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଯିହୋଶୂୟ ନିର୍ଦ୍ଦେଶ ଦେଇ ଯାଜକମାନଙ୍କୁ, କହିଲେ, “ଯର୍ଦ୍ଦନ ନଦୀରୁ ବାହାରକୁ ଆସ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଯିହୋଶୂୟ ଯାଜକମାନଙ୍କୁ ଆଜ୍ଞା ଦେଇ କହିଲେ, “ତୁମ୍ଭେମାନେ ଯର୍ଦ୍ଦନରୁ ଉଠି ଆସ।”
Odia IRV 2017 (ଓଡିଆ ବାଇବେଲ)
ଏଣୁ ଯିହୋଶୂୟ ଯାଜକମାନଙ୍କୁ ଆଜ୍ଞା ଦେଇ କହିଲେ, ତୁମ୍ଭେମାନେ ଯର୍ଦ୍ଦନରୁ ଉଠି ଆସ।