Joshua 4:18 — Compare Translations

5 translations compared side by side

Odia - 1840
"ଯାଜକମାନେ ଯିହାଶୂେୟଙ୍କକ୍ସ୍ଟ ମାନିଲେ। ସମାନେେ ସହେି ପବିତ୍ର ସିନ୍ଦକ୍ସ୍ଟକକକ୍ସ୍ଟ ଧରି ନଦୀରକ୍ସ୍ଟ ନଦୀ କୂଳକକ୍ସ୍ଟ ଆସିଲେ। ଯେତବେେଳେ ଯାଜକମାନଙ୍କର ପାଦ ନଦୀରକ୍ସ୍ଟ ବାହାରି ଆସିଲା, ୟର୍ଦ୍ଦନ ନଦୀ ପୂର୍ବପରି ବହିବାକକ୍ସ୍ଟ ଲାଗିଲା। ଏହି ନଦୀ ପୂର୍ବପରି ତା'ର କୂଳ ଲଙ୍ଘନ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକବାହୀ ଯାଜକମାନେ ଯର୍ଦ୍ଦନ ମଧ୍ୟରୁ ଉଠି ଆସିବା ସମୟରେ, ଯାଜକମାନେ ଶୁଷ୍କଭୂମିକି ତଳିପା ଉଠାନ୍ତେ, ଯର୍ଦ୍ଦନର ଜଳସମୂହ ସ୍ଵ ସ୍ଵ ସ୍ଥାନକୁ ଫେରି ଆସି ପୂର୍ବ ପରି ସମସ୍ତ ତୀରମାନଙ୍କ ଉପରେ ଉଠିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯାଜକମାନେ ଯିହୋଶୂୟଙ୍କୁ ମାନିଲେ। ସେମାନେ ସେହି ପବିତ୍ର ସିନ୍ଦୁକକୁ ଧରି ନଦୀରୁ କୂଳକୁ ଆସିଲେ। ଯେତେବେଳେ ଯାଜକମାନଙ୍କର ପାଦ ନଦୀରୁ ବାହାରି ଆସିଲା, ଯର୍ଦ୍ଦନ ନଦୀ ପୂର୍ବପରି ବହିବାକୁ ଲାଗିଲା। ଏହି ନଦୀ ପୂର୍ବପରି ତା’ର କୂଳ ଲଙ୍ଘନ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକବାହୀ ଯାଜକମାନେ ଯର୍ଦ୍ଦନ ମଧ୍ୟରୁ ଉଠି ଆସିବା ସମୟରେ, ଯାଜକମାନେ ଶୁଷ୍କ ଭୂମିକୁ ତଳିପା ଉଠାନ୍ତେ, ଯର୍ଦ୍ଦନର ଜଳସମୂହ ସ୍ୱ ସ୍ୱ ସ୍ଥାନକୁ ଫେରିଆସି ପୂର୍ବ ପରି ସମସ୍ତ ତୀରମାନଙ୍କ ଉପରେ ଉଠିଲା।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକବାହୀ ଯାଜକମାନେ ଯର୍ଦ୍ଦନ ମଧ୍ୟରୁ ଉଠି ଆସିବା ସମୟରେ, ଯାଜକମାନେ ଶୁଷ୍କଭୂମିକି ତଳିପା ଉଠାନ୍ତେ, ଯର୍ଦ୍ଦନର ଜଳସମୂହ ସ୍ୱ ସ୍ୱ ସ୍ଥାନକୁ ଫେରି ଆସି ପୂର୍ବ ପରି ସମସ୍ତ ତୀରମାନଙ୍କ ଉପରେ ଉଠିଲା।