Joshua 4:19 — Compare Translations
5 translations compared side by side
Odia - 1840
"ପ୍ରଥମ ମାସର ଦଶମ ଦିନ ରେ ଲୋକମାନେ ୟର୍ଦ୍ଦନ ନଦୀ ପାର ହାଇେ ଯିରୀହାରେ ପୂର୍ବ ସିମାସ୍ଥିତ ଗିଲଗାଲ୍ଠା ରେ ଛାଉଣୀ ସ୍ଥାପନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ଲୋକମାନେ ପ୍ରଥମ ମାସର ଦଶମ ଦିନରେ ଯର୍ଦ୍ଦନରୁ ଉଠି ଆସି ଯିରୀହୋର ପୂର୍ବସୀମାସ୍ଥିତ ଗିଲ୍ଗଲ୍ରେ ଛାଉଣି ସ୍ଥାପନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଥମ ମାସର ଦଶମ ଦିନରେ ଲୋକମାନେ ଯର୍ଦ୍ଦନ ନଦୀ ପାର ହୋଇ ଯିରୀହୋର ପୂର୍ବ ସୀମାସ୍ଥିତ ଗିଲ୍ଗଲ୍ଠାରେ ଛାଉଣି ସ୍ଥାପନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ଲୋକମାନେ ପ୍ରଥମ ମାସର ଦଶମ ଦିନରେ ଯର୍ଦ୍ଦନରୁ ଉଠି ଆସି ଯିରୀହୋର ପୂର୍ବସୀମାସ୍ଥିତ ଗିଲ୍ଗଲ୍ରେ ଛାଉଣି ସ୍ଥାପନ କଲେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ଲୋକମାନେ ପ୍ରଥମ ମାସର ଦଶମ ଦିନରେ ଯର୍ଦ୍ଦନରୁ ଉଠି ଆସି ଯିରୀହୋର ପୂର୍ବସୀମାସ୍ଥିତ ଗିଲ୍ଗଲ୍ରେ ଛାଉଣି ସ୍ଥାପନ କଲେ।