Joshua 4:20 — Compare Translations
5 translations compared side by side
Odia - 1840
"ସମାନେେ ୟର୍ଦ୍ଦନରକ୍ସ୍ଟ ଆଣିଥିବା ସହେି ବାରଟି ଶିଳାଖଣ୍ତକକ୍ସ୍ଟ ଯିହାଶୂେୟା ଗିଲଗାଲ୍ଠା ରେ ସ୍ଥାପନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଲୋକମାନେ ଯର୍ଦ୍ଦନରୁ ଯେଉଁ ବାର ପ୍ରସ୍ତର ନେଇଥିଲେ, ଯିହୋଶୂୟ ତାହାସବୁ ଗିଲ୍ଗଲ୍ରେ ସ୍ଥାପନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଯର୍ଦ୍ଦନରୁ ଆଣିଥିବା ସେହି ବାରଟି ଶିଳାଖଣ୍ଡକୁ ଯିହୋଶୂୟ ଗିଲ୍ଗଲ୍ଠାରେ ସ୍ଥାପନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଲୋକମାନେ ଯର୍ଦ୍ଦନରୁ ଯେଉଁ ବାର ପ୍ରସ୍ତର ନେଇଥିଲେ, ଯିହୋଶୂୟ ତାହାସବୁ ଗିଲ୍ଗଲ୍ରେ ସ୍ଥାପନ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଲୋକମାନେ ଯର୍ଦ୍ଦନରୁ ଯେଉଁ ବାର ପ୍ରସ୍ତର ନେଇଥିଲେ, ଯିହୋଶୂୟ ତାହାସବୁ ଗିଲ୍ଗଲ୍ରେ ସ୍ଥାପନ କଲେ।