Joshua 4:21 — Compare Translations
5 translations compared side by side
Odia - 1840
"ତା'ପରେ ଯିହାଶୂେୟ ଇଶ୍ରାୟେଲ ଲୋକମାନଙ୍କୁ କହିଲେ, ଭବିଷ୍ଯତ ରେ ତୁମ୍ଭର ପିଲାମାନେ ସମାନଙ୍କେର ପିତାମାତାଙ୍କୁ ପଗ୍ଭରିବେ, 'ଏ ପଥରଗକ୍ସ୍ଟଡିକ କ'ଣ?'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ଇସ୍ରାଏଲ-ସନ୍ତାନଗଣକୁ କହିଲେ, ଏସବୁ ପଥର କଅଣ? ଭବିଷ୍ୟତ କାଳରେ ତୁମ୍ଭମାନଙ୍କ ସନ୍ତାନଗଣ ଆପଣା ଆପଣା ପିତୃଗଣକୁ ଏହା ପଚାରିଲେ,
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯିହୋଶୂୟ ଇସ୍ରାଏଲ ଲୋକମାନଙ୍କୁ କହିଲେ, “ଭବିଷ୍ୟତରେ ତୁମ୍ଭର ପିଲାମାନେ ସେମାନଙ୍କର ପିତାମାତାଙ୍କୁ ପଗ୍ଭରିବେ, ‘ଏ ପଥରଗୁଡ଼ିକ କ’ଣ?’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେ ଇସ୍ରାଏଲ-ସନ୍ତାନଗଣକୁ କହିଲେ, “ଏସବୁ ପଥର କଅଣ? ଭବିଷ୍ୟତ କାଳରେ ତୁମ୍ଭମାନଙ୍କ ସନ୍ତାନଗଣ ଆପଣା ଆପଣା ପିତୃଗଣକୁ ଏହା ପଚାରିଲେ,
Odia IRV 2017 (ଓଡିଆ ବାଇବେଲ)
ପୁଣି ସେ ଇସ୍ରାଏଲ ସନ୍ତାନଗଣକୁ କହିଲେ, ଏସବୁ ପଥର କଅଣ? ଭବିଷ୍ୟତ କାଳରେ ତୁମ୍ଭମାନଙ୍କ ସନ୍ତାନଗଣ ଆପଣା ଆପଣା ପିତୃଗଣକୁ ଏହା ପଚାରିଲେ,